ସରପଞ୍ଚଙ୍କ ପତ୍ନୀ ଧାନ କାଟିବା ବେଳେ ସାପ କାମୁଡ଼ାରେ ମୃତ୍ୟୁ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ସରପଞ୍ଚଙ୍କ ପତ୍ନୀ ଜମିରେ ଧାନ କାଟୁଥିଲା ବେଳେ ସାପ କାମୁଡର ଶିକାର ହୋଇଥିଲେ ଚିକିତ୍ସା ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ଘଟିଛି। ସରପଞ୍ଚଙ୍କ ପତ୍ନୀ ହେଲେ ସଚି କାରାମ (୪୦) ପଡିଆ ସଦର ପଞ୍ଚାୟତର ସରପଞ୍ଚ ଗଙ୍ଗା କାରାମଙ୍କ ପତ୍ନୀ…

ମହାମାୟୀ ପୀଠରେ ବିଶ୍ୱଶାନ୍ତି ନାମଯଜ୍ଞ : ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ର ଭଗାମୁଣ୍ଡା ସ୍ଥିତ ମହାମାୟୀ ପୀଠରେ ବିଶ୍ୱ ଶାନ୍ତି ନାମ ଯଜ୍ଞ, ଘୃତଯଜ୍ଞ ଓ ଅନ୍ନଯଜ୍ଞ କାର୍ଯ୍ୟକ୍ରମ ରବିବାର ଉଦଯାପିତ ହୋଇଯାଇଛି। ପ୍ରଥମ ଦିନ ବିଲ୍ଲ ବରଣ, ଅଧିବାସୀ ସହ କଳସ ଯାତ୍ରା ମହା…

ନୂତନ ଗ୍ରାମ ପଞ୍ଚାୟତ ଗଠନ ଦାବି ରେ ଜନ ଆନ୍ଦୋଳନ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ନୂତନ ଗ୍ରାମ ପଞ୍ଚାୟତ ଗଠନ ଦାବିରେ ତେଜିଲା ଜନ ଅସନ୍ତୋଷ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କୁ ଗଲେ ଅଞ୍ଚଳବାସୀ। ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହେବାପରେ ନୂତନ ଗ୍ରାମପଞ୍ଚାୟତ ଗଠନ ନିମନ୍ତେ ଆବେଦନ କଲେ ମଗଡୀଙ୍ଗିଆ ଅଞ୍ଚଳ…

ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇବାକୁ ଦାବି।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଖମନଖୋଲ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇଦେବାକୁ ଦାବି କରିଛନ୍ତି ଅଂଚଳବାସୀ । ବାଲିଗୁଡା ବ୍ଳକ ତଥା କନ୍ଧମାଳ ଜିଲାର ସୀମାନ୍ତ ପଞ୍ଚାୟତ ହେଉଛି ଖମନଖୋଲ ଓ ଲଣ୍ଡାଗାଁ। ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ର…

ପରିବାରର ଖୁସି ପାଇଁ ଦାଦନ ସାଜିଲେ ଶବ ହୋଇ ଦୁଃଖ ଦେଇଗଲେ।ଫେରିଲେ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଦାଦନ ଖଟିବାକୁ ଯାଇ ମୃତ୍ୟବରଣ କଲେ ଶ୍ରମିକ। ଆଜି ଏପରି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ସୋମନାଥପୁର ପଞ୍ଚାୟତର ଖାରିଗୁଡା ଗ୍ରାମରେ। ଗ୍ରାମର ଗୋପୀନାଥ ଖିଲ ନାମକ ବ୍ୟକ୍ତି କିଛି ଦିନ ତଳେ ଆନ୍ଧ୍ରପ୍ରଦେଶର…

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ବ୍ଲକ ଅନ୍ତର୍ଗତ ଏମ.ଭି-୧୫ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହାକୁ ମାଲକାନଗିରି ବ୍ଲକ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ଧର ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ…

ଅନ୍ତିମ ସଂସ୍କାରରେ ଯୋଗଦେବାକୁ ଯାଇ ଆଖି ବୁଜିଲେ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ବ୍ଲକର ରୁଦାଙ୍ଗିଆ ଗ୍ରାମକୁ କିଲାକିଆ ଗ୍ରାମର ସର୍ବାନନ୍ଦ ପ୍ରଧାନ (୬୧) ଏକ ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାକୁ ଯାଇଥିଲେ ହେଲେ ନିଜେ ଆଖି ବୁଜି ଥିବା…

ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା, ବିଚାର ବିଭାଗୀୟ ତଦନ୍ତ ପାଇଁ ଦାବୀ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ମାଣ୍ଡିପାଙ୍ଗା ଠାରେ ଘଟିଥିବା ଅଭାବନୀୟ ଘଟଣା ପାଇଁ ସରକାରୀ ବ୍ୟବସ୍ଥା ଦାୟୀ ବୋଲି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବ୍ରଜକିଶୋର ତ୍ରିପାଠୀ କହିଛନ୍ତି । ହ୍ୟୁମାନ ରାଇଟସ ଫୋରମ ଅଫ…

ଚିତ୍ରକୋଣ୍ଡା ବିଧାୟକଙ୍କ ସ୍ୱାଭିମାନ ଅଞ୍ଚଳ ଗସ୍ତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳକୁ ଆଜି ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ ବିଜୟ ହାସଲ କରି ବିଧାୟକ ହେବା ପରେ ଆଜି ପ୍ରଥମ କରି ଗସ୍ତରେ ଯାଇ ଅଞ୍ଚଳବାସୀ ଙ୍କ ସମସ୍ୟା ସିଧାସଳଖ ଶୁଣିଛନ୍ତି। ତେବେ ସେ…

ଜିଲ୍ଲାସ୍ତରୀୟ ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ ବଣ୍ଟନ ଶୁଭାରମ୍ଭ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଜିଲ୍ଲାସ୍ତରୀୟ ଦୀର୍ଘସ୍ଥାୟୀ କୀଟନାଶକ ଔପଚାରିତ ମଶାରୀ ବଣ୍ଟନ ଶୁଭାରମ୍ଭ କାର୍ଯ୍ୟକ୍ରମ ମାଲକାନଗିରି ବ୍ଳକସ୍ଥିତ ଗୌଡ଼ଗୁଡା ଗ୍ରାମ ଠାରେ ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।…

You cannot copy content of this page