ଲଗାଣ ବର୍ଷାରେ ଗଛ ପଡ଼ି ରାସ୍ତା ଅବରୋଧ ; ଭାଙ୍ଗିଲା ଘର।

ଚିତ୍ରକୋଣ୍ଡା(ପ୍ରକାଶ ଚନ୍ଦ୍ର ସାହୁ)ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ଗୁଣ୍ଠାୱାଡାର ମୁଖ୍ୟ ରାସ୍ତାରେ ଗତ ୧୦ ତାରିଖରେ ଲଗାଣ ବର୍ଷା ଯୋଗୁଁ ୪ ଗୋଟି ଗଛ ପଡ଼ି ଯାଇଥିବାରୁ ସିଲେରୁ ଚିତ୍ରକୋଣ୍ଡା ରାସ୍ତା ବନ୍ଦ ହୋଇ ଯାଇଥିଲା । ଇତି ମଧ୍ୟରେ ପାଞ୍ଚ…

ବିଦ୍ୟୁତ୍‌ ଆଘାତରେ ବୃଦ୍ଧଙ୍କ ମୃତ୍ୟୁ : କ୍ଷତି ପୂରଣ ପାଇଁ ଦାବି।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଓ ଗଞ୍ଜାମ ସୀମାରେ ଥିବା ବାଇମାଲା ଗାଁରେ ବିଦ୍ୟୁତ୍‌ ଆଘାତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ରମେଶ ପ୍ରଧାନ(୬୨)। ଏନେଇ ତାଙ୍କ ସାନ ପୁଅ ଆଲେସ ପ୍ରଧାନ ଦାରିଙ୍ଗବାଡି ଥାନାରେ ଲିଖିତ…

ବାଲିମେଳା ସହରରେ ସୁଭଦ୍ରା ସ୍ୱାଗତ ପଦଯାତ୍ରା ଅନୁଷ୍ଠିତ

ବାଲିମେଳା(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବାଲିମେଳା ସହରରେ ଥିବା ୧୨ ଟି ୱାର୍ଡରେ ସୁଭଦ୍ରା ସ୍ୱାଗତ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ୱାର୍ଡର ୱାର୍ଡ ଅଫିସର ମାନେ ୱାର୍ଡ ରେ ଥିବା ଅଙ୍ଗନବାଡ଼ି ଦିଦି, ସ୍ୱଚ୍ଛ ସାଥି ଏବଂ ୱାର୍ଡ ର ମହିଳା…

କୁଡୁମୁଲୁଗୁମ୍ମା ଲ୍ୟାମ୍ପସ୍ ଆନୁକୁଲ୍ୟରେ ସଫେଇ ଅଭିଯାନ

ଖଇରପୁଟ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ କୁଡୁମୁଲୁଗୁମ୍ମା ଗ୍ରାମ ପଞ୍ଚାୟତ ର ବୃହଦାକାର ବହୁମୁଖି ସମବାୟ ସମିତି ଆନୁକୂଲ୍ୟରେ ଏକ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ସ୍ୱଚ୍ଛ ଭାରତ ଅଭିଯାନ ରେ ଲ୍ୟାମ୍ପସ୍ ସଭାପତି…

ମାଥିଲିରେ ଡାଇରିଆ ଆତଙ୍କ, ସ୍ୱାସ୍ଥ୍ୟ ବିଭାଗ ତତ୍ପର ସତ୍ତ୍ବେ ଲୋକେ କରୁଛନ୍ତି ପୂଜାର୍ଚନା ।

ମାଥିଲି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ମାଥିଲିରେ ଡାଇରିଆ ତଥା ଝାଡା ବାନ୍ତିରେ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଏହି ରୋଗରେ ପୀଡିତ ଅଛନ୍ତି। ତେବେ ମାଥିଲି ବ୍ଲକର ବିଭିନ୍ନ ଦୁର୍ଗମ ଗ୍ରାମରେ ଏହି ରୋଗ ନିଜର କାୟା…

ଚିତ୍ରଗିରି ସାହିତ୍ୟ ସଂସଦ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ।

ଚିତ୍ରକୋଣ୍ଡା(ପ୍ରକାଶ ଚନ୍ଦ୍ର ସାହୁ)ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଠାରେ ଥିବା ଚିତ୍ରଗିରି ସାହିତ୍ୟ ସଂସଦ ପକ୍ଷରୁ ଆଜି ତହସିଲ ଅଫିସ ଛକରେ ଥିବା ମଧୁସୂଦନ ପାର୍କର ସଫେଇ କାର୍ଯ୍ୟକ୍ରମ କରାଯାଇଛି।ସୂଚନା ଅନୁସାରେ ସକାଳେ ଅନୁଷ୍ଠାନର ସମସ୍ତ ସଦସ୍ୟଙ୍କୁ ନେଇ ପାର୍କ ଭିତର ଏବଂ…

ବିଳମ୍ବିତ ରାତିରେ କାର୍ ଦୁର୍ଘଟଣା ଗ୍ରସ୍ତ : ରାସ୍ତା କଡ଼ରେ ଥିବା କାରକୁ ପଛପଟୁ ପିଟିଲା କାର୍, ଦୁଇ ଗୁରୁତର।

ବାଲିଗୁଡ଼ା(ସଞ୍ଜୟ କୁମାର ପାଣିଗ୍ରାହୀ)ଭାରସାମ୍ୟ ହରାଇ ରବିବାର ବିଳମ୍ବିତ ରାତିରେ କାର୍ ଦୁର୍ଘଟଣା ଗ୍ରସ୍ତ । ୫୯ ନଂ ଜାତୀୟ ରାଜପଥ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ କାର୍ ଦୁର୍ଘଟଣା ଘଟିଥିବା ଦେଖିବାକୁ ମିଳିଛି । ମରାମତି ପାଇଁ ରାସ୍ତା…

ବିଶ୍ଵବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ପାଳିତ : ଉତ୍ସବମୁଖର ବାଲିଗୁଡା ସହର।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ବାଲିଗୁଡା ସହର ସମେତ ଆଖପାଖ ଅଞ୍ଚଳରେ ବେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ସହରର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି। ଏନେଇ ଛୋଟ…

ଆଦିବାସୀ ଅଧୁଷିତ ଅଞ୍ଚଳର ୩ ଆଦିବାସୀ ଛାତ୍ରଛାତ୍ରୀ ଡାକ୍ତର ହେବେ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ଦୃଢ଼ ଇଚ୍ଛା ଶକ୍ତି ଓ କଠିନ ପରିଶ୍ରମ ଦ୍ୱାରା ସବୁ କିଛି ସମ୍ଭବ ହୋଇଥାଏ । ଏଭଳି ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ଯୁଷିତ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ୩ ଆଦିବାସୀ…

ଦାରିଙ୍ଗବାଡିରେ ମେଘ ଉତ୍ସବ-୨୦୨୪ ଉଦଯାପିତ : ରାଜ୍ୟର ବହୁ ସୁନାମ ଧନ୍ୟ କବି ଲେଖକ ସମ୍ମାନିତ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ସ୍ଥିତ କଲ୍ୟାଣ ମଣ୍ଡପରେ ‘ମେଘ ଉତ୍ସବ-୨୦୨୪’ ଅନୁଷ୍ଠିତ ହୋଇଛି। ବନାନୀ ସାରସ୍ବତ ପରିଷଦ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ସଭାପତି ପତିତପାବନ ଅଧ୍ଯକ୍ଷତା କରିଥିଲେ। ସମ୍ପାଦକ ବିଦେଶୀ ନାୟକ…

You cannot copy content of this page