ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ପ୍ରାଥମିକ ସ୍ବାସ୍ଥ୍ୟ ଉପଚାର ଦିବସ ପାଳିତ।
ବାଲିଗୁଡ଼ା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ବିଶ୍ୱ ପ୍ରାଥମିକ ସ୍ବାସ୍ଥ୍ୟ ଉପଚାର ଦିବସ ପାଳିତ ହୋଇଯାଇଛି। ଉକ୍ତ କର୍ମଶାଳାରେ ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଡ଼ ବିଭୂତି ଭୂଷଣ ଆଚାର୍ଯ୍ୟ ଆବଶ୍ୟକତା ଅନୁସାରେ ପ୍ରାଥମିକ ସ୍ବାସ୍ଥ୍ୟ ଉପଚାର…
ବାଲିଗୁଡାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ।
ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଶନିବାର ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ବିଚାର ବିଭାଗୀୟ ଅଦାଲତରେ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା…
କନ୍ଧମାଳ ଜିଲ୍ଲାପାଳ ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି ବିଭିନ୍ନ ସମସ୍ୟା ପଚାରି ବୁଝିଲେ।
ବାଲିଗୁଡ଼ା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ଅଞ୍ଚଳର ବିଭିନ୍ନ ଦୁର୍ଗମ ଅଞ୍ଚଳକୁ ଜିଲ୍ଲାପାଳ ଋତୁରାଜ ଏକ ତୁଫାନୀ ଗ୍ରସ୍ତରେ ଆସି ପୂର୍ବାହ୍ନରେ କୋଟଗଡ ବ୍ଳକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଜିଲ୍ଲାପାଳ ବିଡିଓଙ୍କ କାର୍ଯ୍ୟାଳୟରେ ବିଡିଓ ଶୁଭକାନ୍ତ ନାୟକଙ୍କ…
ଅଟୋ ଓଲଟି ଜଣେ ମୃତ ; ଚାରି ଗୁରୁତର।
ଚିତ୍ରକୋଣ୍ଡା (ପ୍ରକାଶ ଚନ୍ଦ୍ର ସାହୁ)ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳ ରାଲ୍ଲେଗଡ଼ା ଶିଖପାନଛା ଠାରେ ଏକ ଅଟୋ ଓଲଟି ଜଣକର ମୃତ୍ୟୁ ହୋଇଥିବା ବେଳେ ଚାରି ଜଣ ଗୁରୁତର ଅଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ସେହି ଅଟୋ ରେ ପ୍ରାୟ ୧୦…
ବାଲିମେଳା ଏନଏସି ଅଧ୍ୟକ୍ଷଙ୍କ ଦ୍ବାରା ସୁଭଦ୍ରା ରଥ ଶୁଭାରମ୍ଭ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସି ରେ ଆଜି ସୁଭଦ୍ରା ରଥ କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଏନଏସି ଅଧ୍ୟକ୍ଷ ପ୍ରଦୀପ କୁମାର ନାୟକ। ଏନଏସି କାର୍ଯ୍ୟାଳୟ ରେ ପ୍ରଥମେ ବୈଦିକ ରୀତିରେ ପୂଜାର୍ଚ୍ଚନା ପରେ ରଥ ଗଡିଥିଲା। ତେବେ…
ଉତ୍କଳ ସାମ୍ବାଦିକ ସଂଘ ଗଜାନନଙ୍କର ବିସର୍ଜନ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ କା ର୍ଯ୍ୟାଳୟ ପରିସରରେ ଗତ ୭ ତାରିଖ ଶ୍ରୀ ଶ୍ରୀ ଗଜାନନଙ୍କ ଚତୁର୍ଥୀ ପୂଜା ବିଧିବିଧାନ ଅନୁସାରେ ପାଳିତ ହୋଇ ଯାଇଛିା ଏହି ଉପଲକ୍ଷେ ଆଜି ସଂଘ କାର୍ଯ୍ୟାଳୟରେ ଶ୍ରଧାଳୁ ମାନଙ୍କ ପାଇଁ…
ଆଦର୍ଶ ବିଦ୍ୟାଳୟରେ ନୂତନ ଅଧ୍ୟକ୍ଷା ଇତିଶ୍ରୀ ସାହୁଙ୍କ ଯୋଗଦାନ।
ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକରେ ଥିବା ଦଣ୍ଡପଦର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ଦୀର୍ଘ ଦିନ ହେଲା ଅଧ୍ୟକ୍ଷ ପଦ ଖାଲି ପଡିଥିଲା। ଯାହା ଫଳରେ ବିଦ୍ୟାଳୟରେ ଅଧ୍ୟୟନ ସହ ଅନ୍ୟାନ୍ୟ କାର୍ଯ୍ୟରେ ବହୁ ବାଧା ଉପୁଜୁଥିବା ଦେଖିବାକୁ…
ପାଟ୍ରୋଲିଂ ବେଳେ ଜଙ୍ଗଲରୁ ୪ ବସ୍ତା ଗଞ୍ଜେଇ ଜବତ କଲା ପୁଲିସ।
ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କୁମ୍ଭାରୀଗାଁ ପଞ୍ଚାୟତ ପାଡ଼ିକିଆ ଜଙ୍ଗଲରୁ ଗଞ୍ଜେଇ ଭର୍ତ୍ତି ବସ୍ତାକୁ ପୋଲିସ ଜବତ କରିଛି। ଗଞ୍ଜେଇର ଓଜନ ୧୩୫ କେଜି ବୋଲି ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜୀବ…
ବାଲିଗୁଡା କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଲଟା ବୁଦାରେ ପରିପୂର୍ଣ୍ଣ : ଭଙ୍ଗାରୁଜା ଅବସ୍ଥାରେ ଘାଇ, ଚିନ୍ତାରେ ଚାଷୀ
ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ୍ଷୁଦ୍ର ଜଳସେଚନ ଉପ-ବିଭାଜନ ଅଧିନରେ ବାଲିଗୁଡା ବ୍ଲକ ସମେତ ତୁମୁଡିବନ୍ଧ, କୋଟଗଡ ଓ କ.ନୂଆଗାଁ ଅଞ୍ଚଳରେ ଥିବା ଘାଇ ଗୁଡ଼ିକର ରକ୍ଷଣା ବେକ୍ଷଣ ଅଭାବରୁ ଭଙ୍ଗାରୁଜା ଅବସ୍ଥାରେ ରହିଥିବାରୁ ଜଳସେଚନ ବାଧାପ୍ରାପ୍ତ ହେଉଥିବା…
ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ : ଖେଳ ଶିକ୍ଷକଙ୍କ ମାଡ଼ରେ ପାଞ୍ଚ ଛାତ୍ରୀ ଲହୁ ଲୁହାଣ।
ବାଲିଗୁଡ଼ା(ସଞ୍ଜୟ କୁମାର ପାଣିଗ୍ରାହୀ)ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ । ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ବେଳେ ପାଞ୍ଚ ଜଣ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଖେଳ ଶିକ୍ଷକ ମାଡ଼ ମାରି ଲହୁ ଲୁହାଣ କରିଥିବା ଅଭିଯୋଗ ହୋଇଛି । କନ୍ଧମାଳ ଜିଲ୍ଲା…