ଶୁଣିଲାନି ପ୍ରଶାସନ: ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କଲେ ଗ୍ରାମବାସୀ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ…

ମଦ୍ୟପାନ କରି ବିଦ୍ୟାଳୟକୁ ଆସୁଥିଲେ ଶିକ୍ଷକ:ଶିକ୍ଷା ବିଭାଗ କଲା ନିଲମ୍ବିତ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ମଦ୍ୟପାନ କରି ଶିକ୍ଷକ ନିଲମ୍ବିତ। ଜଣେ କାର୍ଯ୍ୟରତ ଶିକ୍ଷକ ବିଦ୍ୟାଳୟ ସମୟରେ ମଦ୍ୟପାନ କରି ବିଦ୍ୟାଳୟକୁ ଆସି ନିଲମ୍ବିତ ହୋଇଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ ଦୀର୍ଘ ଦିନ ହେବ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ…

ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପକ୍ଷରୁ ଗେଣ୍ଡୁ ଫୁଲ ଚାଷ ନିମନ୍ତେ ତାଲିମ ପ୍ରଦାନ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା ବିଭାଗ ପକ୍ଷରୁ କ.ନୂଆଗାଁ ବ୍ଲକ ମହାସିଂ ପଞ୍ଚାୟତ ଲିମାର ପଦର ଗ୍ରାମଠାରେ ମୁଖ୍ୟମନ୍ତ୍ରୀ ଜନ ଜାତି ଜୀବିକା ମିଶନ ଜରିଆରେ ଗେଣ୍ଡୁ ଫୁଲ ଚାଷ ନିମନ୍ତେ ଏକ ଦିବସୀୟ…

ମାଥିଲି ବନ ବିଭାଗ ଦ୍ୱାରା ଏକ ଲକ୍ଷ ଟଙ୍କା ମୂଲ୍ୟର କାଠ ଜବତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ବନଖଣ୍ଡ ଅଧିକାରୀ ପ୍ରତାପ କୋଟାପଲ୍ଲୀଙ୍କ ନିର୍ଦ୍ଦେଶ କ୍ରମେ ଆଜି ମାଥିଲି ବନାଞ୍ଚଳ ଅଧିକାରୀ ବାସୁଦେବ ନାୟକଙ୍କ ନେତୃତ୍ବରେ ଗୋବିନ୍ଦପାଲ୍ଲୀ ନିକଟରେ ଥିବା କାନ୍ଦୁଗୁଡା ଗ୍ରାମର ଦୁଇଟି ସ୍ଥାନରେ ଚଢାଉ କରି ଏକ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ଶାଳ ଓ…

ଏମପିଭି ୮୩ ଗ୍ରାମରେ ଠାକୁର ଅନୁକୂଳ ଚଂଦ୍ରଙ୍କର ୧୩୭ତମ ଜନ୍ମ ଜୟନ୍ତୀ ପାଳିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲାକାନଗିରି ଜିଲ୍ଲା ଏମପିଭି ୮୩ ଗ୍ରାମରେ ଠାକୁର ଅନୁକୂଳ ଚଂଦ୍ରଙ୍କର ୧୩୭ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଆଜି ଗ୍ରାମରେ ସତସଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ…

ରକ୍ତ ଦେଇ ଛାତ୍ରୀଙ୍କ ଜୀବନ ବଞ୍ଚାଇଲେ ଶିକ୍ଷକ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଜଣେ ଶିକ୍ଷକ ଗୋଟିଏ ଛାତ୍ରୀଙ୍କ ଜୀବନ ବଞ୍ଚାଇବା ପାଇଁ ନିଜ ରକ୍ତ ଦେଇ ଦେଇଛନ୍ତି ମାନବିକତାର ପରିଚୟ। କିଛି ଏପରି ଚିତ୍ର ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକରେ। ସୂଚନା ଅନୁଯାୟୀ ମାଥିଲି ବ୍ଲକ ତିମସ୍ ପୁଟ ଆଶ୍ରମ…

ରାଇକିଆରେ ମାତିଲେଣୀ ସାଇବର ଅପରାଧ ଠକ।

ରାଇକିଆ(କ୍ରୋନିକ ଓଡ଼ିଶା)କନ୍ଧମାଳ ଜିଲ୍ଲାରେ ମଧ୍ୟ ସାଇବର ଲୁଟେରାଙ୍କ ସକ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ଲୋକଙ୍କଠାରୁ ବିଭିନ୍ନ ଉପାୟରେ ଅର୍ଥ ଲୁଟ ପାଇଁ ଉଦ୍ୟମ କରୁଛନ୍ତି। ସୋମବାର ଦିନ ରାଇକିଆ ଜୀବନ ଜ୍ୟୋତି ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଅଭିଭାବକ ମାନଙ୍କ ଠାରୁ ଅଭିନବ…

ସାମ୍ବାଦିକ ଆକ୍ରମଣ ଘଟଣାରେ ବିଡିଓଙ୍କୁ ଗିରଫ ଦାବିରେ ଜିଲ୍ଲାପାଳଙ୍କୁ ଦାବିପତ୍ର।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଏସ୍‌.ୟୁଜେ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରା ଯାଇଛିା ଏହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ, ଗତ ୦୧ ତାରିଖ ଦିନ ସୁବର୍ଣପୁରରେ ଜଣେ କରତବ୍ୟନିଷ୍ଠସାମ୍ବାଦିକ ଧିରେନ୍ଦ୍ର କୁମାର ଜାନୀ ଖବର…

ଖଇରପୁଟ ଠରେ ବିଜୁ ଜନତା ଦଳ ତରଫରୁ ପଦଯାତ୍ରା।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ସଦର ମହକୁମା ଠାରେ ବିଜୁ ଜନତା ଦଳ ତରଫରୁ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ପଦଯାତ୍ରାରେ ମାଲକାନଗିରି ଜିଲ୍ଲା ବିଜେଡ଼ି ସଭାପତି ମାନସ ମାଡକାମୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲାବେଳେ, ଜିଲ୍ଲା…

ରାଇକିଆରେ ୨୩୨ ଜଣଙ୍କୁ ମିଳିଲା ଜଙ୍ଗଲ ଜମି ପଟ୍ଟା।

ରାଇକିଆ(କ୍ରୋନିକ ଓଡ଼ିଶା)କନ୍ଧମାଳ ଜିଲ୍ଲା ରାଇକିଆ ତହସିଲ କାର୍ଯ୍ୟାଳୟ ତରଫରୁ ବହୁ ଦିନ ପରେ ତହସିଲଦାର ତଥା ତହସିଲ ସ୍ତରୀୟ ମନିଟରିଙ୍ଗ କମିଟିର ଅଧ୍ୟକ୍ଷା ସୁଶ୍ରୀ ସୁଭଦ୍ରା ମୁଣ୍ଡିକାଙ୍କ ଅଧ୍ୟକ୍ଷତାରେ ମାଣିକେଶ୍ଵର ଓ ରାଇକିଆ ପଞ୍ଚାୟତର ଜଙ୍ଗଲ ଜମି ଦାବିଦାରମାନଙ୍କୁ ପଟ୍ଟା ବଣ୍ଟନ…

You cannot copy content of this page