ବାଲିଗୁଡା ବ୍ଳକରେ ମହା ଦୁର୍ନୀତି ଘଟଣା : ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲା ବାଲିଗୁଡା ବ୍ଲକରେ ହୋଇଥିବା ଦୁର୍ନୀତି ମାମଲାରେ ହେବ କାର୍ଯ୍ୟାନୁଷ୍ଠାନ । ରାଜ୍ୟ ସରକାର ଏହାକୁ ଗୁରୁତର ସହ ନେଇଛନ୍ତି । ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ଏବଂ ସେମାନଙ୍କ ପାଖରୁ ସରକାରଙ୍କ ଟଙ୍କା…

ଆମ୍ବ ଟାକୁଆ ଖାଇବା ଘଟଣା :ପ୍ରଶାସନ ପକ୍ଷରୁ ସହାୟତା ପ୍ରଦାନ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ…

୬ ମାସ ହେଲା ଦରମା ମିଳୁନି, ଧାରଣାରେ ବସିଲେ ଅଧ୍ୟାପକ, ଅଧ୍ୟାପିକା

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ନେତାଜୀ ସୁଭାଷ ବୋଷ ଡ଼ିଗ୍ରୀ ମହାବିଦ୍ୟାଳୟ ଅଧ୍ୟାପକ ଏବଂ ଅଧ୍ୟାପିକାଙ୍କୁ ଦରମା ମିଳନୁାହିଁ। ଉପଜିଲାପାଳଙ୍କ ହସ୍ତକ୍ଷେପ ସତ୍ବେ ଦରମା ନ ମିଳିବାରୁ ଏହା ପ୍ରତିବାଦରେ ସେମାନେ ଧାରଣା ଦେଇଛନ୍ତି।…

ମୋ ସେବାକେନ୍ଦ୍ର ମାଧ୍ୟମରେ ଲାଇଫ ସାର୍ଟିଫିକେଟ ପାଇଲେ ପେନସନଧାରୀ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟଠାରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ରର ସହାୟତା ରେ କାର୍ଯ୍ୟ ଆରମ୍ଭ ହୋଇଛି I ଏହି ଅବସରରେ ଉପ କୋଷାଗାର…

ବିଜେଡ଼ିରୁ ଇସ୍ତଫା ଦେଲେ ୭ ସମିତି ସଭ୍ୟ ସଭ୍ୟା।

ମାଲକାନଗିରି(କ୍ରୋନିକ ଓଡ଼ିଶା) ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକରେ ‌ଦୀର୍ଘ ଅଢେଇ ବର୍ଷ ହେଲା କୋରୁକୋଣ୍ଡା ବ୍ଲକର ନିର୍ବାଚିତ ୧୨ଗୋଟି ପଞ୍ଚାୟତ ର ସମିତି ସଭ୍ୟ ସଭ୍ୟା ଙ୍କୁ ପଞ୍ଚାୟତଗୁଡ଼ିକର ବିଭିନ୍ନ ଉନ୍ନୟମୂଳକ କାର୍ଯ୍ୟ ତଥା ବିଭିନ୍ନ ସମସ୍ୟା ର ସମାଧାନ କୁ…

ପାଞ୍ଚ ରାଜସ୍ୱ ଗାଁରେ ନାହିଁ ଅଙ୍ଗନବାଡି କେନ୍ଦ୍ର ; ପୋଷଣ ଖାଦ୍ୟରୁ ବଞ୍ଚିତ ଗର୍ଭବତୀ ,ଶିଶୁ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଆଦିବାସୀ ଅଧ୍ୟୁଷିତ ଅଂଚଳରେ ରାଜ୍ୟ ସରକାର ମୌଳିକ ସୁବିଧା ପହଞ୍ଚେଇବା ପାଇଁ ରାଜଧାନୀରେ ବସି ଶୀତ ତାପ ନିୟନ୍ତ୍ରଣ ଘରେ ବସି ଯୋଜନା ଉପରେ ଯୋଜନା ପ୍ରସ୍ତୁତ କରି ଚାଲିଛନ୍ତି।ଏମିତି କି ରାଜ୍ୟ ସରକାରଙ୍କ ଗୋଟିଏ ନାରା ଏନ୍ତୁଡ଼ି ଶାଳରୁ…

ମା ‘ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ଦୀପାବଳି ଉପଲକ୍ଷେ ଦୀପଦାନ ସହ ପ୍ରସାଦ ବଣ୍ଟନ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ମନ୍ଦିର ଚତୁଃପାର୍ଶ୍ଵ ରେ ଥିବା ସମସ୍ତ ବ୍ୟବସାୟୀ ବନ୍ଧୁ ମାନେ ଏକତ୍ରିତ ହୋଇ ମା ‘ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ପ୍ରଥମ ଥର ପାଇଁ ଶ୍ୟାମା…

ସମ୍ପର୍କୀୟ ପୁତୁରା ବିଧବା ଖୁଡି ର ଲୁଟିନେଲା ସୁନା ଗହଣା : ୨ ମହିଳା ଗିରଫ : ଜଣେ ଫେରାର : ତଦନ୍ତ ଜାରି।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ସମ୍ପର୍କୀୟ ପୁତୁରା ବିଧବା ଖୁଡିର ସୁନା ଗହଣା ଲୁଟି ନେବା ଭଳି ଏକ ବିଶ୍ୱାସ ଘାତକତା କାର୍ଯ୍ୟ କରି ପୋଲିସ ହାତରେ ଦୁଇ ମହିଳା ବନ୍ଧା ହୋଇଛନ୍ତି । ଘଟଣାଟି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି…

ଆମ୍ବ ଟାକୁଆର କୋଇଲି ଜାଉ ଖାଇ ୨ ମୃତ, ୬ ଗୁରୁତର।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଛି। କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଏଥିରେ ଅନ୍ୟ ୬ଜଣ ଗୁରୁତର…

ପୁତୁରାର ଶାବଳ ମାଡରେ ଦାଦା ମୃତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଜମି ଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡରେ ପହଁଚିଲା ଘଟଣାl ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ମୋଟୁ ଅଞ୍ଚଳରେ। ମିଳିଥିବା ସୂଚନାନୁଯାୟୀ ମୋଟୁ ଥାନା ଅନ୍ତର୍ଗତ ମାନ୍ୟମକୋଣ୍ଡା ପଞ୍ଚାୟତର କତା ବାଞ୍ଜିଗୁଡା ଗ୍ରାମରେ ପୁତୁରାର…

You cannot copy content of this page