ପେଶାଦାର ଓକିଲମାନେ ସାମ୍ବାଦିକ ହୋଇପାରିବେ ନାହିଁ ; ସୁପ୍ରିମକୋର୍ଟ

କଟକ(କ୍ରୋନିକ ଓଡ଼ିଶା)ପେଶାଦାର ଓକିଲମାନେ ସାମ୍ବାଦିକ ଭାବେ କାର୍ଯ୍ୟ କରିପାରିବେ ନାହିଁ ବୋଲି ଆଜି ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ମତ ଦେଇଛନ୍ତି। ଏହାସହ ଏନେଇ ଜବାବ ରଖିବାକୁ ବାର୍ କାଉନ୍ସିଲ୍ ଅଫ୍ ଇଣ୍ଡିଆକୁ ନୋଟିସ୍ ଜାରି କରିଛନ୍ତି। ମହମ୍ମଦ କାମରାନ୍ ବନାମ ଉତ୍ତରପ୍ରଦେଶ ଓ…

ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ; ମହିଳାଙ୍କ ହାତରେ ସ୍ଵଚ୍ଛତାର ଡୋରି।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ସଦର ମହକୁମାରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିପାଇଁ ବ୍ଲକ ପ୍ରସାଶନ ଓ ଆଇଟିସି ମିଶନ ସୁନହରାକାଲ ସହଯୋଗରେ ପରିଚାଳିତ ଆଇଜିଡି ଏନଜିଓ ମିଳିତ ସହଯୋଗରେ ପଡିଆ ବ୍ଲକ ପରିସର, ହାଟ…

ମା ତାରା ମାଉଳି ଫୁଟବଲ ଟୁର୍ନାମେଣ୍ଟ ଉଦଯାପିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା କତାମେଟା ଠାରେ ପ୍ରାୟ ୫ ଦିନ ଧରି ଚାଲିଥିବା ମା ତାରା ମାଉଳି ଫୁଟବଲ ଟୁର୍ନାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି। ଏହି ଅବସରରେ ଆଜି ଏମଭି୦୩ ଏବଂ ଖଇରପୁଟ ମଧ୍ୟ ରେ ଖେଳ ଅନୁଷ୍ଠିତ ହୋଇଥିଲା, ଏବଂ…

ଓର୍କେଲ ଥାନାରେ ଆମ ପୁଲିସ କାର୍ଯ୍ୟକ୍ରମ।

ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଓର୍କେଲ ଥାନା ପରିସରରେ ଆମ ପୁଲିସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏସଡିପିଓ ଆଲେସିୟସ କିସପୋଟାଙ୍କ ତତ୍ତ୍ଵାବଧାନରେ ଥାନା ସଭାଗୃହରେ ସ୍ଥାନୀୟ ବରିଷ୍ଠ ନାଗରିକ ମାନଙ୍କୁ ନେଇ ଆମ ପୁଲିସ ସମିତି କାର୍ଯ୍ୟକ୍ରମ କରାଯାଇଥିଲା। ଏହି…

ମାଲକାନଗିରି ଜିଲ୍ଲାରେ ଶୁଭାରମ୍ଭ ହେଲା ପିଏମ ଜନମନ ଯୋଜନା।

ମାଲକାନଗିରି ଜିଲ୍ଲାରେ ଶୁଭାରମ୍ଭ ହେଲା କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଜନମନ ଯୋଜନା। ୨୩ ଅଗଷ୍ଟରୁ ୧୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ମାଲକାନଗିରି ଜିଲ୍ଲାରେ ୧୨୫ ପ୍ରାଚୀନ ତଥା ଦୁର୍ବଳ ଜନଜାତି ସମୂହ ଗ୍ରାମରେ ସୂଚନା , ଶିକ୍ଷା ଏବଂ ଯୋଗାଯୋଗର ଅଭିଯାନ…

You cannot copy content of this page