ଜିଲ୍ଲାସ୍ତରୀୟ ପୋଷଣ ମାସ ପାଳନ ଓ କାର୍ଯ୍ୟ କ୍ଷେତ୍ରରେ ମହିଳାଙ୍କ ଯୌନ ଶୋଷଣର ପ୍ରତିକାର ଆଇନ ତାଲିମ ଶିବିର।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଦ୍ବାରା ମାଲ୍ୟବନ୍ତ ଛାତ୍ରାବାସ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ପୋଷଣ ମାସ ପାଳନ କରାଯାଇଛି । ସେହିପରି କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କ ଯୌନ ଶୋଷଣର ପ୍ରତିରୋଧ ଓ ପ୍ରତିକାର…
ଅଳଙ୍କାର କାରିଗରୀ ଓ ଗ୍ରାମୀଣ ମିସ୍ତ୍ରୀ ଦକ୍ଷତା ତାଲିମ ନେଲେ ବଣ୍ଡା ଜନଜାତି ଯୁବଗୋଷ୍ଠୀ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ଆଦିମ ଜନଜାତି ବଣ୍ଡାଙ୍କ ବାସସ୍ଥଳୀ ହେଉଛି ମାଲକାନଗିରି ଜିଲ୍ଲା। ଆଦିମ ଜନଜାତିଙ୍କ ଉନ୍ନୟନ ନିମନ୍ତେ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ରାଧାନ୍ୟତା ଦେଇ ଆସୁଛନ୍ତି। ଏହି ପରୀପ୍ରେକ୍ଷୀରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ବଣ୍ଡା ଜନଜାତିଙ୍କ ଦକ୍ଷତା…
ମଦ୍ୟ ପାନ କରି ଡାକ୍ତରଙ୍କ ରୋଗୀସେବା ; ବଦଳି ଦାବି କଲେ ଗ୍ରାମବାସୀ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ କୋଇକୋଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଫେଲ ମାରିଛି ସରକାରଙ୍କ ନିରାମୟ ମାଗଣା ସ୍ବାସ୍ଥ୍ୟ ସେବା । ମଦ୍ୟ ପାନ କରି ରୋଗୀ ସେବା ସେବା କରୁଥିବା ଡାକ୍ତରଙ୍କ ବଦଳି ଦାବୀ କରି ମେଡିକାଲ…
ମାଲକାନଗିରି ମହାବିଦ୍ୟାଳୟରେ ସ୍ୱଚ୍ଛତାହିଁ ସେବା କାର୍ଯ୍ୟକ୍ରମ ଆୟୋଜନ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ମହାବିଦ୍ୟାଳୟରେ ଆଜି ସକାଳ ୭.୦୦ଘଟିକା ରେ ଏକ ସ୍ୱଚ୍ଛତାହିଁ ସେବା -୨୦୨୪ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି l ଏହି ସଚେତନତା କାର୍ଯ୍ୟକ୍ରମରେ ମାଲକାନଗିରି ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ନିର୍ଦ୍ଦେଶରେ ଏନ.ଏସ. ଏସ ଓ ଏନ.ସି.ସି ର ମିଳିତ ଆନୁକୁଲ୍ୟରେ ପ୍ରଥମେ…
ବାଲିମେଳା ଶିଶୁ ଉଦ୍ୟାନ ପୁନରୁଦ୍ଧାର ପାଇଁ ଭୂମି ପୂଜନ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସି ରେ ନୂତନ ଶିଶୁ ଉଦ୍ୟାନ ନିମନ୍ତେ ୧ କୋଟି ୧୨ ଲକ୍ଷ ବ୍ୟୟ ବରାଦ ହୋଇଥିବା ବେଳେ ଏହି କାର୍ଯ୍ୟ ନିମନ୍ତେ ଆଜି ଦିନ ୧୧ ଟା ସମୟରେ ଏନଏସି ଅଧ୍ୟକ୍ଷ ପ୍ରଦୀପ କୁମାର…
କ.ନୂଆଗାଁରେ ବିସିଜି ଟୀକା କରଣର ଶୁଭାରମ୍ଭ।
ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ପ୍ରାପ୍ତ ବୟସ୍କ ବ୍ୟକ୍ତିଙ୍କ ପାଇଁ ଉଦ୍ଧିଷ୍ଟ ଯକ୍ଷ୍ମା ପ୍ରତିଷେଧକ ପାଇଁ ବିସିଜି ଟୀକା କରଣ ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମକୁ ବ୍ଲକ ଅଧ୍ୟକ୍ଷା ସୁଲୋଚନା ଦଳବେହେରା…
ଏନଏସି ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ପ୍ରହସନ:ପରିମଳ ବିପର୍ଯ୍ୟସ୍ତକୁ ନେଇ ବଢୁଛି ଅସନ୍ତୋଷ।
ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ଏନ୍ଏସି ପକ୍ଷରୁ ଗତ ୧୭ ତାରିଖରୁ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଚଳିବାକୁ ରହିଥିବା ‘ସ୍ବଚ୍ଛତା ହିଁ ସେବା’-୨୦୨୪ ଅଭିଯାନ ପ୍ରହସନ ରେ ପରିଣତ ହୋଇଛି । ରାଜ୍ୟ ସରକାରଙ୍କ ରାଜ୍ୟ ସହରୀ ମିଶନ ନିର୍ଦ୍ଦେଶକ…
ବିଭିନ୍ନ ଦାବି ନେଇ ଧାରଣାରେ ନର୍ସିଂ କର୍ମଚାରୀ।
ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ନର୍ସିଂ କର୍ମଚାରୀ ମାନେ ଧାରଣାରେ ବସିଛନ୍ତି।ନିଜର ଦାବି ପୁରଣ ଲାଗି ରୋଗି ସେବା ବନ୍ଦ କରି ଆନ୍ଦୋଳନରେ ବସିଲେ ମାଲକାନଗିରି ଜିଲ୍ଲାର ସମସ୍ତ ନର୍ସିଙ୍ଗ କର୍ମଚାରି । ଜିଲ୍ଲା ସଦର…
ଫାଇନାନ୍ସ କର୍ମଚାରୀଙ୍କ ଦାଦାଗିରି: ଆଦିବାସୀ ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ସହ ହତ୍ୟା ଧମକ, ଥାନାରେ ଏତଲା।
ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଲୋକଙ୍କୁ ଫାଇନାନ୍ସ ଦେବା ପାଇଁ ମାଳମାଳ ବ୍ୟାଙ୍କ ଖୋଲାଯାଇଛି। ଏହି ଫାଇନାନ୍ସ କମ୍ପାନୀ ଗୁଡିକ କାର୍ଯ୍ୟାଳୟ ଖୋଲି ଲୋକଙ୍କୁ ଅବାଧରେ ଋଣ ପ୍ରଦାନ କରୁଛନ୍ତି। ଆଉ ଋଣ…
ଓଡିଶା ଜୀବିକା ମିଶନ କର୍ମଚାରୀଙ୍କୁ ୬ମାସ ହେବ ପାରିଶ୍ରମିକ ମିଳିନି;ମୁଖ୍ୟମନ୍ତ୍ରୀଙ୍କୁ ଗୁହରୀ।
କନ୍ଧମାଳ(ସଞ୍ଜୟ କୁମାର ପାଣିଗ୍ରାହୀ)ଓଡିଶା ଜୀବିକା ମିଶନ କନ୍ଧମାଳ ଜିଲ୍ଲାର କର୍ମଚାରୀ ମାନେ ଦୀର୍ଘ ୬ମାସ ଧରି ପାରିଶ୍ରମିକ ପାଇନାହାଁନ୍ତି। ଏନେଇ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟେଶରେ ଜିଲ୍ଲାପାଳ ଅନୁପସ୍ଥିତ ଥିବାରୁ ଅତିରିକ୍ତ ଜିଲ୍ଲାପାଳ ରମେଶ ଜେନାଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଓଡିଶା ଜୀବିକା…