ଜାତୀୟ ଆୟୁର୍ବେଦିକ ଦିବସ ପାଳିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ସ୍ଥାନୀୟ ମାଲକାନଗିରି ମହାବିଦ୍ୟାଳୟରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ଯୁବ ରେଡ଼କ୍ରସର ଜାତୀୟ ସେବା ସଂସ୍ଥା ମିଳିତ ଆନୁକୂଲ୍ୟରେ ନବମ ଜାତୀୟ ଆୟୁର୍ବେଦ ଦିବସ ପାଳନ କରାଯାଇଛି l ଏହି ସଭାରେ ମୁଖ୍ୟ ଅତିଥି ରୂପେ ଅଧ୍ୟକ୍ଷ ଲିଙ୍ଗରାଜ ମିଶ୍ର…

ଦୁର୍ନୀତି ନିବାରଣ ସପ୍ତାହ ପାଳନ ନେଇ ମହାବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଦୁର୍ନୀତି ନିବାରଣ ଶାଖା ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ଅକ୍ଟୋବର ୨୮ରୁ ନଭେମ୍ବର ୩ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି। ଦୁର୍ନୀତି ନିବାରଣ ସପ୍ତାହ ପାଳନ ନେଇ ମାଲକାନଗିରି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ…

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ମହକ ଓ ଉତ୍ସାହ-୨୦୨୪ ଉଦଯାପିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ମିଳିତ ଆନୁକୁଲ୍ୟରେ ସଦର ମହକୁମାସ୍ଥିତ ମାଲ୍ୟବନ୍ତ ଛାତ୍ରାବାସ ପରିସରରେ ଦୁଇଦିନିଆ ଶିଶୁ ମହୋତ୍ସବ ମହକ ଓ ଉତ୍ସାହ କାର୍ଯ୍ୟକ୍ରମ ଉଦଯାପିତ ହୋଇ ଯାଇଛିା ଏହି ଉଦଯାପନୀ କାର୍ଯ୍ୟକ୍ରମରେ…

ଚଳିତ ବର୍ଷ ଓଏସ ପରୀକ୍ଷାରେ ଉତ୍ତୀର୍ଣ୍ଣ ଭାଗ୍ୟଶ୍ରୀଙ୍କୁ ବ୍ଲକ ସମର୍ଦ୍ଧନା।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ମାଥିଲି ପଞ୍ଚାୟତ ଶୋଭାଗୃହ ଠାରେ।ମାଥିଲି ବ୍ଲକ ଅଧ୍ୟକ୍ଷ ମହେଶ କୁମାର ବାକା ଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ମାଥିଲି ବ୍ଲକ ମେଣ୍ଡୁକୁଲି ଗ୍ରାମର ବିରଞ୍ଚି ମିଶ୍ରଙ୍କ ଝିଅ କୁମାରୀ ଭାଗ୍ୟଶ୍ରୀ ମିଶ୍ର ଓଡିଶା ପ୍ରଶାସନିକ ସେବା (OAS…

ଦୁର୍ନୀତି ନିବାରଣ ସପ୍ତାହ ପାଳନ ପାଇଁ ଓ୍ବାକଥନ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ମହାବିଦ୍ୟାଳୟ ରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଏକ ଓ୍ବାକଥନ ଅୟୋଜିତ ହୋଇଯାଇଛି l ସମର ଶିକ୍ଷାର୍ଥୀ ବାହିନୀ ଆନୁକୁଲ୍ୟରେ ଆୟୋଜିତ ଏହି ଓ୍ବାକଥନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ଦୁର୍ନୀତି ନିବାରଣ ବିଭାଗର ଡେପୁଟି…

ମା ‘ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ଦୀପାବଳି ଉପଲକ୍ଷେ ଆଲୋକିକରଣର ଉଦଘାଟନ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ମନ୍ଦିର ଚତୁଃପାର୍ଶ୍ଵ ରେ ଥିବା ସମସ୍ତ ବ୍ୟବସାୟୀ ବନ୍ଧୁ ମାନେ ଏକତ୍ରିତ ହୋଇ ମା ‘ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ପ୍ରଥମ ଥର ପାଇଁ ଶ୍ୟାମା…

ଦୁଇ ବିଭାଗ ଅବହେଳାରୁ ଚାଲିଗଲା ଯୁବକଙ୍କ ଜୀବନ;୧୧ କେବି ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସି ତଥା ଓର୍କେଲ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧ର ନୂଆସାହିରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ୍ୟୁ। ମିଳିଥିବା ସୂଚନାନୁଯାୟୀ ଓର୍କେଲ ଥାନା ଠାରୁ ମାତ୍ର ୨ ଶହ ମିଟର ଦୂରତାରେ ପୂର୍ତ୍ତ ବିଭାଗ…

ମୋ ଯୁବ ଭାରତ ପକ୍ଷରୁ ଗୋଲାପ ଫୁଲ ଦେଇ ଗାଡ଼ି ଚାଳକଙ୍କୁ ସଚେତନତା।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ମୋ ଯୁବ ଭାରତ ତରପରୁ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛିl ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଦୁଷ୍ମନ୍ତ କୁମାର ଜେନା ଯୋଗ ଦେଇଥିବା ବେଳେ…

ନିର୍ମାଣ ଚାଲିଛି ଜଳ ବିଶୋଧନାଗାର ; ଅମୃତ ଯୋଜନାରେ ପାନୀୟଜଳ ପାଇବେ ବାଲିମେଳା ବାସିନ୍ଦା।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବାଲିମେଳା ଏନ ଏ ସି ରେ ଏବେ ମିଳିବ ଅମୃତ ଯୋଜନାରେ ପାନୀୟଜଳ। ଅଞ୍ଚଳରେ ଥିବା ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ମାଣ ହେଉଛି ଅମୃତ ଯୋଜନା ନିର୍ମାଣ ଚାଲିଛି ଜଳ ବିଶୋଧନାଗାର ପ୍ରକଳ୍ପ। ବାଲିମେଳା ସହରରେ ପୂର୍ବରୁ…

ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳନ।

ମାଲକାନଗିରି(କ୍ରୋନିକ ଓଡ଼ିଶା)୨୯.୧୦.୧୯୯୯ ମସିହା ମହାବାତ୍ୟାରେ ଓଡିଶାରେ ବହୁତ ଧାନ ଜୀବନ ନଷ୍ଟ ହୋଇଥିଲା। ସେହି ମହାବାତ୍ୟାରେ ମଧ୍ୟ ୧୦ ହଜାର ଜୀବନ ହାନି ହୋଇଥିଲା।ସେହି ଅମୂଲ୍ୟ ଜୀବନକୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟରେ ଓ ଆଗାମୀ ବିପର୍ଯ୍ୟୟ ପାଇଁ ନିଜକୁ ପ୍ରସ୍ତୁତି କରିବା…

You cannot copy content of this page