ରାଇକିଆ ମେଡିକାଲ ରାସ୍ତା କଦର୍ଯ୍ୟ ଓ ଜଳମଗ୍ନ।

ରାଇକିଆ(ଜଗଦିଶ ଦାଶ)କନ୍ଧମାଳ ଜିଲ୍ଲା ରାଇକିଆ ମେଡିକାଲ୍ ଠିକ୍ ସମ୍ମୁଖରେ ଥିବା ରାସ୍ତାଟି ଅତି କଦର୍ଯ୍ୟ ପରିସ୍ଥିତି ଏବଂ ଜଳମଗ୍ନ ରହିଥିବା ଜଣାପଡିଛି। ସରକାର କୋଟି କୋଟି ଟଙ୍କା ବ୍ୟୟ କରି ରାସ୍ତା ତିଆରି କରୁଛନ୍ତି ସତ କିନ୍ତୁ କିଛି ଦିନ ପରେ…

ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ମହାବିଦ୍ୟାଳୟର ଇଂରାଜୀ ବିଭାଗର ୧ମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।ଏହି ସଭାକୁ ବିଭାଗୀୟ ମୁଖ୍ୟ ଉମେଶ ଚନ୍ଦ୍ର ରାଉତ ପରିଚାଳନା କରିଥିବା ବେଳେ, ମୁଖ୍ୟ ଅତିଥି ରୂପେ ଅଧ୍ୟକ୍ଷ ଲିଙ୍ଗରାଜ ମିଶ୍ର ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ…

ଟିବି(ଯକ୍ଷ୍ମା)ହାରିବ ଦେଶ ଜିତିବ କାର୍ଯ୍ୟକ୍ରମ ଅନୁଷ୍ଠିତ।

ମାଲକାନଗିର(କ୍ରୋନିକ ଓଡ଼ିଶା)ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ତରଫରୁ ମାଲକାନଗିରି ଜିଲ୍ଲା ପୁରୁଣା ରକ୍ତ ଭଣ୍ଡାର ଠାରେ (ଯକ୍ଷ୍ମା ) ଟିବି ହାରିବ , ଦେଶ ଜିତିବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଯକ୍ଷ୍ମା ରୋଗରେ ଆକ୍ରାନ୍ତ ରୋଗୀମାନଙ୍କୁ ମାଗଣାରେ…

ମଣ୍ଡଳ ସ୍ତରୀୟ ଶିଶୁ ମହୋଉତ୍ସବ ସୁରଭି ଅନୁଷ୍ଠିତ।

ଚିତ୍ରକୋଣ୍ଡା(ପ୍ରକାଶ ଚନ୍ଦ୍ର ସାହୁ)ଚିତ୍ରକୋଣ୍ଡା ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଚିତ୍ରକୋଣ୍ଡା ଟେମ୍ଫରାରି କୋଲନି ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଭବ୍ୟ କାର୍ଯ୍ୟକ୍ରମଟି ଚିତ୍ରକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ସୁଶ୍ରୀ ଗାୟତ୍ରୀ ଦେବିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା। ଉକ୍ତ…

ଜିଲ୍ଲା ଭିତ୍ତିକ ଶିକ୍ଷକ ନିଯୁକ୍ତିକୁ ନେଇ ବିବାଦ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଅବିଭକ୍ତ କୋରାପୁଟ ଜିଲ୍ଲାରେ ଦୀର୍ଘ ଦିନର ବେରୋଜଗାର ଓ ନିଯୁକ୍ତିକୁ ନେଇ ରହିଥିବା ଅସନ୍ତୋଷ ପୁଞ୍ଜିଭୂତ ହୋଇଛି । ବର୍ତ୍ତମାନ ନବରଙ୍ଗପୁର ଜିଲ୍ଲା ପରେ ଆଜି ମାଲକାନଗିରି ଜିଲ୍ଲାରେ ଦେଖିବାକୁ ମିଳିଛି । ଚଳିତ କନିଷ୍ଠ ଶିକ୍ଷକ ନିଯୁକ୍ତି ଏକ…

You cannot copy content of this page