ବିଭିନ୍ନ ରାଜନୈତିକ ଦଳକୁ ଡ୍ରାଫ୍ଟ ଇଲେକ୍ଟ୍ରାଲ ରୋଲ-୨୦୨୫ ପ୍ରଦାନ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଏଫଏଲସି ହୋଲରେ ଡ୍ରାଫ୍ଟ ଇଲେକ୍ଟରାଲ ରୋଲକୁ ପ୍ରକାଶ କରାଯାଇଛି। ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଆଶିଷ ଈଶ୍ୱର ପାଟିଲଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ତଥା ୧୪୭ ନିର୍ବାଚନ ମଣ୍ଡଳୀ ପଞ୍ଜିକରଣ ଅଧିକାରୀ…
ଭୋଟର ସଚେତନତା ପାଇଁ ହେଲା ପଥ ଉତ୍ସବ ଓ ୱାକାଥନ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ଗଣତନ୍ତ୍ର ପ୍ରକ୍ରିୟାରେ ନୂତନ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ନିର୍ବାଚନ ବିଭାଗ ଦ୍ଵାରା ସ୍ବତନ୍ତ୍ର ସଂକ୍ଷିପ୍ତ ଅଭିଯାନ କାର୍ଯ୍ୟକ୍ରମ ଅଧିନରେ ଆୟୋଜନ ହେଲା ପଥ ଉତ୍ସବ ଓ ୱାକାଥନ। ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ…
ଦୁଇ ଦିନିଆ ଶିଶୁ ମହୋତ୍ସବ ମହକ ଓ ଉତ୍ସାହ ଉଦଘାଟିତ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ମିଳିତ ଆନୁକୁଲ୍ୟରେ ଆଜି ଜିଲ୍ଲା ସଦର ମହକୁମା ମାଲ୍ୟବନ୍ତ ଛାତ୍ରାବାସ ପରିସରରେ ଦୁଇଦିନିଆ ଶିଶୁ ମହୋତ୍ସବ ମହକ ଓ ଉତ୍ସାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛିା ଏହି କାର୍ଯ୍ୟକ୍ରମରେ ଜିଲ୍ଲା…
ପରୀକ୍ଷାରେ ମାର୍କ କମ୍ ଆସିଥିବାରୁ ଛାତ୍ରଛାତ୍ରୀ ଜିଲ୍ଲାପାଳଙ୍କ ଦ୍ବାରସ୍ଥ।
ମାଲକାନଗିରି(କ୍ରୋନିକ ଓଡ଼ିଶା)୩ୟ ସେମିଷ୍ଟାର ପରୀକ୍ଷାରେ ମାର୍କ କମ୍ ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲେ କଲେଜର ଶତାଧିକ ଛାତ୍ର ଛାତ୍ରୀ। ମଡେଲ ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ-୩ର ତୃତୀୟ ସେମିଷ୍ଟାର ପରୀକ୍ଷାରେ ବ୍ରହ୍ମପୁର ୟୁନିଭେରସିଟିରେ ଯାଞ୍ଚ ହୋଇଥିବା ପରୀକ୍ଷା ଖାତାରେ ମେଧାବୀ ଛାତ୍ରଛାତ୍ରୀ ମାନେ…
ଗାଁରେ ଶୁଭୁନି ଆମ୍ବଲାନ୍ସ ସାଇରନ ; ଦେଖିଲେନି ଏଯାଏଁ ପକ୍କା ରାସ୍ତା।ସମସ୍ୟାର ଫନ୍ଦାରେ ଫନ୍ଦି ଗୁଡା ଗ୍ରାମବାସୀ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ସ୍ବାଧିନତାର ୭୭ ବର୍ଷ ପରେ ମଧ୍ୟ ମୌଳିକ ସୁବିଧା ସୁଯୋଗ ବଞ୍ଚିତ ଅନେକ ଗାଁ। ସେହିପରି ଏମିତି ଏକ ଗାଁ ଅଛି ଯେଉଁଠି ଶିକ୍ଷା , ସ୍ବାସ୍ଥ୍ୟ , ଗମନାଗମନ , ପାନୀୟଜଳ ଭଳି ମୌଳିକ ଅଧିକାରରୁ ବଞ୍ଚିତ ରହିଛନ୍ତି…
ଦୁର୍ନୀତି ନିବାରଣ ସପ୍ତାହ ପାଳନ ନେଇ ସାଧୁତାର ଶପଥ ପାଠ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ପ୍ରତି ବର୍ଷ ଆମ ରାଜ୍ୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି।ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ ଓସ୍ଵାନ୍ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ନେଇ ସାଧୁତାର ଶପଥ ପାଠ କରାଯାଇଛି। ଭୁବନେଶ୍ୱର ଲୋକସେବା ଭବନ କନଭେନସନ…
ଦୁର୍ନୀତି ନିବାରଣ ସଚେତନତା ସପ୍ତାହରେ ରାଲି ଓ ଶପଥ ପାଠ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ମହାବିଦ୍ୟାଳୟରେ ଆଜି ଦିନ ୧୦ଘଟିକା ସମୟରେ ଭିଜିଲାନ୍ସ ସଚେତନତା ସପ୍ତାହ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ମହାବିଦ୍ୟାଳୟ ଅଧ୍ୟକ୍ଷ ଲିଙ୍ଗରାଜ ମିଶ୍ର ଯୋଗଦାନ କରି ଏକ ବିଶାଳ ରାଲିକୁ ଉଦ୍ଘାଟନ କରିଥିଲେ। ମହାବିଦ୍ୟାଳୟ ଜାତୀୟ…
ବିଜେଡିରେ ଦଳୀୟ କନ୍ଦଳକୁ ନେଇ ଚର୍ଚ୍ଚା ; ଦୁଇ ତୁଙ୍ଗ ନେତାଙ୍କୁ କାରଣ ଦର୍ଶାଅ ନୋଟିସ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଦୁଇ ତୁଙ୍ଗ ନେତାଙ୍କୁ ବିଜେଡି ଜିଲ୍ଲା ସଭାପତିଙ୍କ କାରଣ ଦର୍ଶାଅ ନୋଟିସ୍।ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ବିଜେଡି ଜିଲ୍ଲା ସଭାପତି ତଥା ପୂର୍ବତନ ମାଲକାନଗିରି ବିଧାୟକ ମାନସ ମାଡକାମୀ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଥିବା ଜଣାପଡିଛି।…
ଏମଭି-୭୯ ପୁଲିସ ପକ୍ଷରୁ ସହୀଦ ଏସପିଓ ଅଜିତ ସୋଢିଙ୍କ ସ୍ମୃତିଚାରଣ।
ମାଲକାନଗିରି(କ୍ରୋନିକ ଓଡ଼ିଶା) ମାଲକାନଗିରି ଜିଲ୍ଲା ଏମଭି-୭୯ ପୁଲିସ ଦ୍ୱାରା ସହୀଦ ଏସପିଓ ଅଜିତ ସୋଢିଙ୍କ ସ୍ମୃତିଚାରଣ ଅନୁଷ୍ଠିତ ହୋଇଯାଇଛି। ଅକ୍ଟୋବର ୨୧ ତାରିଖ ସହୀଦ ଦିବସ ଠାରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ କର୍ତ୍ତବ୍ୟରତ ସହୀଦ ମାନଙ୍କ ସ୍ମୁତିଚାରଣ କରାଯାଇଥାଏ।ଏହି ପରିପ୍ରେକ୍ଷୀରେ…
ପୁଲିସ ଓ ଅବକାରୀ ପକ୍ଷରୁ ମିଳିତ ଚଢଉ : ମହୁଲି ପୋଚ ସହ ମଦ ଜବତ।
ବାଲିଗୁଡ଼ା(ସଞ୍ଜୟ କୁମାର ପାଣିଗ୍ରାହୀ)ପୋଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ । ୩ଶହ କେଜିରୁ ଉର୍ଦ୍ଧ୍ବ ମହୁଲ ପୋଚ ନଷ୍ଟ କରିଥିବା ବେଳେ ୪୦ ଲିଟରରୁ ଉର୍ଦ୍ଧ୍ବ ମହୁଲି ମଦ ଜବତ କରାଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା…