ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ-୨୦୨୪ ଅନୁଷ୍ଠିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ସମଗ୍ର ଶିକ୍ଷା ଅଭିଯାନ ଆନୁକୁଲ୍ୟରେ ବୁଟିଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ୱନାଥ ସାହୁଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା…

ଜୁଆ ଆଡ୍ଡାରେ ପୁଲିସର ଚଢ଼ାଉ : ଜଙ୍ଗଲରୁ ୧୩ ଜୁଆଡ଼ି ଗିରଫ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଜଙ୍ଗଲ ରେ ଚାଲିଥିବା ଏକ ଜୁଆ ଆଡ୍ଡାରେ ଚଢ଼ାଉ କରି ଏଥିରେ ସମ୍ପୃକ୍ତ ଥିବା ୧୩ ଜଣ ଜୁଆଡ଼ିଙ୍କୁ ପୋଲିସ ଗିରଫ କରି ସେମାନଙ୍କ ଠାରୁ ନଗଦ…

ମଦ ପିଇବାକୁ ଟଙ୍କା ନଦେବାରୁ ସ୍ତ୍ରୀର ତଣ୍ଟି କାଟିଲା ସ୍ଵାମୀ : ସ୍ବାମୀ ଗିରଫ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବା ପାଇଁ ଟଙ୍କା ନଦେବାରୁ ସ୍ତ୍ରୀର ତଣ୍ଟି କାଟି ହତ୍ୟା କରିଥିବା ଅଭିଯୋଗରେ ଅଭିଯୁକ୍ତ ସ୍ୱାମୀ ଙ୍କୁ ତୁମୁଡିବନ୍ଧ…

ମାଲକାନଗିରିରେ ମେଗା ବୃକ୍ଷ ରୋପଣ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ସାହା ଚାରିଟେବୁଲ ଟ୍ରଷ୍ଟ, ଭୁବନେଶ୍ୱରଙ୍କ ଆନୁକୂଲ୍ୟରେ ମାଲକାନଗିରି ସହରର ଚତୁର୍ଥ ସଶକ୍ତ ବାହିନୀ ପରିସର, ଜିଲ୍ଲା ପୋଲିସ କାର୍ଯ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ, ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମାଲକାନଗିରି ମହାବିଦ୍ୟାଳୟ ପରିସର ମଧ୍ୟରେ ଏକ ହଜାରରୁ ଉର୍ଦ୍ଧ୍ୱ ବିଭିନ୍ନ କିସମର…

ପୋଲ ନିର୍ମାଣ ପାଇଁ ଗ୍ରାମବାସୀଙ୍କ ଦାବି ; ଖୁବଶୀଘ୍ର ଝୁଲାପୋଲ ହବ-ମୁଖ୍ୟ ନିର୍ମାଣ ଯନ୍ତ୍ରୀ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଗମ୍ଫାକୋଣ୍ଡା କେନାଲ ଉପରେ ପୋଲ ନିର୍ମାଣ ପାଇଁ ଦାବି କରିଛନ୍ତି ଗ୍ରାମବାସୀ।ଚାଷ କାର୍ଯ୍ୟ କରିବା ପାଇଁ ହେଉଛନ୍ତି ହଟହଟା। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ପୁରୁଣା ଚିମଟାପାଲୀ ପଞ୍ଚାୟତର ସିନ୍ଧିବାଟା ଗ୍ରାମରରେ। ଯେଉଁଠାରେ…

ମାଲକାନଗିରି ମହାବିଦ୍ୟାଳୟରେ ନୂତନ ଗ୍ରନ୍ଥାଗାର ଉଦଘାଟିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ମହାବିଦ୍ୟାଳୟ ରେ ନୂତନ ଭାବେ ନିମିର୍ତ ଗ୍ରନ୍ଥାଗାର ଉଦଘାଟିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ଯୋଗ ଦେଇଥିଲେ, ମହାବିଦ୍ୟାଳୟ ଅଧ୍ୟକ୍ଷ ଲିଙ୍ଗରାଜ ମିଶ୍ର ସଭପତିତ୍ବ କରିଥିଲେ l ସମ୍ମାନୀତ…

ମାଲକାନଗିରି ମହାବିଦ୍ୟାଳୟରେ ଶାନ୍ତି ପାଇଁ ପିତା ମାତାଙ୍କ ଭୂମିକା ଶୀର୍ଷକ କର୍ମଶାଳା।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ମହାବିଦ୍ୟାଳୟରେ ମାଁ ଘର ଫାଉଣ୍ଡେସନ ଓ ଏସ୍ ଏସ୍ ହସ୍ପିଟାଲ ର ମିଳିତ ଆନୁକୁଲ୍ୟରେ (ପ୍ୟାରେଣ୍ଟ ଫର ପିସ୍) ଶାନ୍ତି ପ୍ରତିଷ୍ଠା ପାଇଁ ପିତା ମାତା ଙ୍କ ଭୂମିକା ଶୀର୍ଷକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ କଲେଜ୍ ର…

ପିପଲାପଦର ଘଞ୍ଚ ଜଙ୍ଗଲରୁ ୧୬୦ କେଜି ଗଞ୍ଜେଇ ଜବତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଅବକାରୀ ବିଭାଗକୁ ବଡ଼ ସଫଳତା। ସ୍ବାଭିମାନ ଅଞ୍ଚଳ ପିପଲାପଦର ଗାଁ ନିକଟସ୍ଥ ଜଙ୍ଗଲରୁ ୧୬୦ କେଜି ଗଞ୍ଜେଇ ଜବତ କରିଛି ଜିଲ୍ଲା ଅବକାରୀ ବିଭାଗ। ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଗତ ୨୫ ତାରିଖରେ ଚିତ୍ରକୋଣ୍ଡା…

ଔଷଧ ବ୍ୟବସାୟୀଙ୍କୁ ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା କରଡ଼ା ଗ୍ରାମରେ ମଙ୍ଗଳବାର ହୋଇଥିବା ଔଷଧ ବ୍ୟବସାୟୀ ଙ୍କୁ ହତ୍ୟାକାଣ୍ଡ ଘଟଣାର ମୂଖ୍ୟ ଅଭିଯୁକ୍ତ ଆଦିତ୍ୟ ସାମନ୍ତଙ୍କୁ ଗିରଫ କରିଛି ରାଇକିଆ ପୋଲିସ। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ଅନ୍ୟ…

ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ (ଏଲଏଲଆଇଏନ୍)ବଣ୍ଟନ ସକାଶେ ଜିଲ୍ଲା ସ୍ତରୀୟ ସମନ୍ଵୟ କମିଟି ବୈଠକ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଜିଲ୍ଲା ସ୍ତରୀୟ ଦୀର୍ଘସ୍ଥାୟୀ କୀଟନାଶକ ଔପଚାରିତ ମଶାରୀ ବଣ୍ଟନ ସକାଶେ ଏକ ସମନ୍ଵୟ କମିଟି ବୈଠକ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପରିଷଦ ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା…

You cannot copy content of this page