ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

ଚିନ୍ତା ବଢେଇବ ବିୟର ବୋତଲ ବୋମା : ୧୬ ନକ୍ସଲ ଗିରଫ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ବିଜାପୁର/ସୁକମା ଜିଲ୍ଲାରେ ମାଓବାଦୀ ବିରୋଧୀ ଅଭିଯାନରେ ସୁରକ୍ଷାବାହିନୀକୁ ଏକ ବଡ଼ ସଫଳତା।ବିଭିନ୍ନ ସ୍ଥାନରେ କରାଯାଇଥିବା ଅପରେସନରେ ଜଣେ ୨ ଲକ୍ଷ ଇନାମି ନକ୍ସଲଙ୍କ ସମେତ ମୋଟ ୧୬ ନକ୍ସଲଙ୍କୁ ଗିରଫ କରାଯାଇଛି। ଗିରଫ ନକ୍ସଲଙ୍କ…

କୋରୁକୋଣ୍ଡା ଜଳେଶ୍ବର ଶୈବ ପୀଠରୁ ମାଲ୍ୟବନ୍ତ ମହୋତ୍ସବର ଶୁଭାରମ୍ଭ।

ମାଲକାନଗିରି(କ୍ରୋନିକ ଓଡ଼ିଶା)କୋରକୁଣ୍ଡା ସ୍ଥିତ ଜଳେଶ୍ବର ଶୈବ ପୀଠରୁ ଜିଲ୍ଲାସ୍ତରୀୟ ମାଲ୍ୟବନ୍ତ ମହୋତ୍ସବର ଶୁଭାରମ୍ଭ ହୋଇଯାଇଛି। ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ,…

୨ ଲକ୍ଷ ଇନାମି ଛତିଶଗଡି କ୍ୟାଡ଼ର ମହିଳା ନକ୍ସଲ ଗିରଫ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ପୋଲିସକୁ ବଡ଼ ସଫଳତା । ଦୁଇ ଲକ୍ଷ ଇନାମି ଛତିଶଗଡି କ୍ୟାଡ଼ର ମହିଳା ନକ୍ସଲ ଆନ୍ତି ମାଡବି(୨୯) ଓରଫ ଲାକେକୁ ଗିରଫ କରିଛି ମାଲକାନଗିରି ଜିଲ୍ଲା ପୁଲିସ। ମାଲକାନଗିରି ଜିଲ୍ଲା ଏମଭି ୭୯ ଥାନା ଅନ୍ତର୍ଗତ କୁର୍ତ୍ତୀ…

ମାଲ୍ୟବନ୍ତ ମହୋତ୍ସବକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲ୍ୟବନ୍ତ ମହୋତ୍ସବ -୨୦୨୪ ଉଦଘାଟନୀ ଉତ୍ସବରେ ଯୋଗ ଦେବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବରେ ଯୋଗ ଦେଇ ଏହାକୁ ଉଦ୍ଘାଟନ କରିବା ନିମନ୍ତେ ସମ୍ମତି ପ୍ରଦାନ କରିଛନ୍ତି। ଜିଲ୍ଲାପାଳ ଆଶିଷ…

ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ପାଇଁ ମାଲକାନଗିରିରୁ ଦୁଇ ଯୁବ ପ୍ରତିଭା ମନୋନୀତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲାର ଦୁଇ ଜଣ ଆଦିବାସୀ ଯୁବକ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ୨୦୨୪ ପାଇଁ ମନୋନୀତ ହୋଇଛନ୍ତି। କୋଣାର୍କର ଚନ୍ଦ୍ରଭାଗା ଠାରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ବାଲୁକା କଳା ଏବଂ କୋଣାର୍କ ଶାସ୍ତ୍ରୀୟ ନୃତ୍ୟ ମହୋତ୍ସବ…

ସର୍ବୋଚ୍ଚ ନ୍ୟାୟାଳୟ ଦ୍ବାରା ପେପର ବାଲଟ୍ ପ୍ରଣାଳୀ ପୁନଃ ପ୍ରତିଷ୍ଠା ପାଇଁ ଏକ ଜନହିତ ଯାଚିକା ଖାରଜ।

କଟକ(କ୍ରୋନିକ ଓଡ଼ିଶା)ସର୍ବୋଚ୍ଚ ନ୍ୟାୟାଳୟ ଆଜି ଭାରତୀୟ ନିର୍ବାଚନରେ ପେପର ବାଲଟ୍ ପ୍ରଣାଳୀକୁ ପୁନଃ ପ୍ରବର୍ତ୍ତନ ପାଇଁ ଦାଖଲ ହୋଇଥିବା ଜନହିତ ଯାଚିକାକୁ ଖାରଜ କରିଦେଲେ। ଯାଚିକାକାରୀ ଡା. କୌଲ୍ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍‌ (ଇଭିଏମ)ର ବିଶ୍ୱସନୀୟତା ନେଇ ଆଶଙ୍କା ଉଠାଇଥିଲେ ଏବଂ…

ନୌକା ପ୍ରତି ଯୋଗିତା ପାଇଁ ଜଳଭଣ୍ଡାରରେ ସରଜମିନ ତଦନ୍ତ କଲେ ପରିଚାଳନା କମିଟି।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲ୍ୟବନ୍ତ ମହୋତ୍ସବ ଉପଲ କ୍ଷେ ଆସନ୍ତା ୧୧ ତାରିଖ ଦିନ ସତୀଗୁଡା ଜଳଭଣ୍ଡାରରେ ମତ୍ସ୍ୟଜୀବି ମାନଙ୍କୁ ନେଇ ନୌକା ପ୍ରତି ଯୋଗିତା ନିମନ୍ତେ ଜଳଭଣ୍ଡାର ମଧ୍ୟରେ ସରଜମିନ ତଦନ୍ତ କଲେ ନୌକା ପରିଚାଳନା କମିଟିର ସଦସ୍ୟ ମାନୋ ଏହି ଉପଲ…

ଆଦର୍ଶ ସ୍ନାତକ ମହାବିଦ୍ୟାଳୟରେ ୭୫ତମ ସମ୍ବିଧାନ ଦିବସ ପାଳିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମଙ୍ଗଳବାର ପୂର୍ବାହ୍ନରେ ଆଦର୍ଶ ସ୍ନାତକ ମହାବିଦ୍ୟାଳୟ, ମାଲକାନଗିରି ଠାରେ ୭୫ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଆଲୋକ କୁମାର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଉନ୍ନୟନଅଧିକାରୀ ନରେଶ ଚନ୍ଦ୍ର…

ପୁଲିସ ଓ ଅବକାରୀ ବିଭାଗ ଦ୍ୱାରା ୨ କୋଟି ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଅବକାରୀ ବିଭାଗ ଏବଂ ପୁଲିସର ମିଳିତ ଉଦ୍ୟମରେ ୨ କୋଟି ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ। ମିଳିଥିବା ସୂଚନାନୁସାରେ ଯୋଡାଆମ୍ବ ପୁଲିସ ଓ ମାଲକାନଗିରି ଅବକାରୀ ବିଭାଗ ତରଫରୁ ମିଳିତ ଭାବେ ଯୋଡାଆମ୍ବ ଥାନା…

You cannot copy content of this page