ଜିଲ୍ଲା ପାଇଁ ଗୌରବ : ଗୃହମନ୍ତ୍ରୀ ଦକ୍ଷତା ପଦକ ପାଇବେ ସଦର ଥାନାଧିକାରୀ ରିଗାନ କିଣ୍ଡୋ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପାଇବେ ମାଲକାନଗିରି ସଦର ଥାନାଧିକାରୀ ରିଗାନ କିଣ୍ଡୋ। ୨୩ / ୨୪ ବର୍ଷରେ ତାଙ୍କର ଉଚ୍ଚ ସ୍ତରୀୟ ତଦନ୍ତ ଏବଂ ବିଭିନ୍ନ ପ୍ରକାରର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ କେନ୍ଦ୍ରୀୟ ସ୍ତରରେ ମନୋନୀତ ହୋଇଛନ୍ତି।…

ରାଜ୍ୟ ସ୍ତରୀୟ ଖେଳକୁଦରେ ତୃତୀୟ ଥର ସ୍ବର୍ଣ୍ଣ ଜିତିଲେ ମସେ ଖରା ; ସବୁ ମହଲରୁ ଶୁଭେଚ୍ଛା।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବାଲିମେଳା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ମସେ ଖରା ପୁଣି ଥରେ ସ୍ବର୍ଣ୍ଣ ପଦକ ହାତେଇବାରେ ସଫଳ ହୋଇଛନ୍ତି। ରାଜ୍ୟ ସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ ଲଗାତାର ତୃତୀୟ ଥର ପାଇଁ ସ୍ୱର୍ଣ୍ଣ ପଦକ ଜିତି ମସେ…

ନଈ ପାଣିରେ ଖଟିଆରେ ବୁହାହେଲେ ରୋଗୀ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଗ୍ରାମକୁ ରାସ୍ତା ଏବଂ ସେତୁ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ପଡି ରହିଥିବା ବେଳେ ନଈ ପାଣିରେ ଖଟିଆରେ ବୁହାହେଲେ ରୋଗୀ। ଏପରି ଅଭାବନୀୟ ଘଟଣା ଆଜି ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ ଗୋବିନ୍ଦପାଲ୍ଲୀ ପଂଚାୟତର ଗୋଜିଆଗୁଡା ଗ୍ରାମରେ…

ନକ୍ସଲ ବିରୋଧୀ ଅଭିଯାନରେ ସୁରକ୍ଷାବାହିନୀକୁ ସଫଳତା ପାଇଲା, ତିନି ମିଲିସିଆ ଗିରଫ।

ମାଲକାନଗିରି(କ୍ରୋନିକ ଓଡ଼ିଶା) ମାଲକାନଗିରି ସୀମାନ୍ତ ବିଜାପୁରରେ ନକ୍ସଲ ବିରୋଧୀ ଅଭିଯାନରେ ବେଳେ ନେମେଡ ଅଞ୍ଚଳରୁ ତିନି ମିଲିସିଆଙ୍କୁ ଗିରଫ କରିଛି ପୁଲିସ।ବିଜାପୁରରେ ନକ୍ସଲ ବିରୋଧୀ ଅପରେସନ୍ ବେଳେ ସୁରକ୍ଷାବାହିନୀ ନେମେଡ ଅଞ୍ଚଳରୁ ତିନି ଜଣ ମିଲିସିଆ ସଦସ୍ୟଙ୍କୁ ଗିରଫ କରିବାରେ ସଫଳ…

ପୁଲିସ ଇନଫର୍ମର ଅଭିଯୋଗରେ ଯୁବକଙ୍କୁ ହତ୍ୟା କଲେ ନକ୍ସଲ।

ମାଲକାନଗିରି(କ୍ରୋନିକ ଓଡ଼ିଶା) ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟ ବିଜାପୁର ଜିଲ୍ଲାରେ ପୁଣି ପୁଲିସ ଇନଫର୍ମର ଅଭିଯୋଗରେ ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି ନକ୍ସଲ।ସୁରକ୍ଷାବାହିନୀ ଦ୍ୱାରା କ୍ରମାଗତ ଭାବେ ମାଟି କାମୁଡୁଥିବା ନକ୍ସଲମାନେ ଏବେ ସ୍ଥାନୀୟ ଗ୍ରାମବାସୀଙ୍କ ଉପରେ ନିଜ ଆକ୍ରୋଶର…

ଜିଲ୍ଲା ଅଦାଲତରେ ଜିଲ୍ଲା ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଅଦାଲତ ଆନୁକୁଲ୍ୟ ତଥା ଉଚ୍ଚ ନ୍ୟାୟଳୟ ଓଡିଶା କଟକଙ୍କ ଆଦେଶକ୍ରମେ ଜିଲ୍ଲା ଓ ଦୌରା ଜଜ୍ ଡ. ପ୍ରଶନ୍ନ କୁମାର ପଣ୍ଡାଙ୍କ ପୌରହିତ୍ୟରେ ଜିଲ୍ଲା ଅଦାଲତରେ ଜିଲ୍ଲା ସ୍ତରିୟ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ଅଧିକାଂଶ…

ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବାଲିମେଳା ସହର ମୁଖ୍ୟ ରାସ୍ତା ତଥା ଚିତ୍ରକୋଣ୍ଡା ଛକ ନିକଟରେ ଥିବା ବୁଲାଣି ରାସ୍ତା ପାର୍ଶ୍ଵ ଲୁହା ସୁରକ୍ଷା ପାଚେରୀରେ ଏକ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇ ବାଇକ ଚାଳକଙ୍କ ମୃତ୍ୟୁ। ମିଳିଥିବା ସୂଚନାନୁଯାୟୀ…

ବିଏସଏଫ ଯବାନଙ୍କ ଦ୍ୱାରା ବିପୁଳ ପରିମାଣର ମାଓ ଡମ୍ପ ଠାବ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଅତି ମାଓବାଦୀ ପ୍ରଭାବିତ ଜିଲ୍ଲା ଭାବେ ପରିଚିତ। ଏହି କାରଣରୁ ମାଲକାନଗିରରେ ଗତ କିଛି ଦିନ ପୂର୍ବରୁ ମାଓବାଦୀ ଗତିବିଧିକୁ ଅସଫଳ କରିବା ସହ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କୁମ୍ବିଂ ଓ ସର୍ଚ୍ଚ ଅପରେସନକୁ ଜୋରଦାର କରିବା ଉପରେ…

ଆମ୍ବ ଟାକୁଆ ଜାଉ ର ପୁନରାବୃତ୍ତି : ଚାରି ମାସ ହେବ ମିଳିନି ଚାଉଳ: ଖୁର୍ସା, କରଡ଼ି ଓ ମକାରେ ବିତୁଛି ଆଦିବାସୀଙ୍କ ଜୀବନ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ଚାଉଳ ମିଳିବା ରେ ବିଳମ୍ବ ଯୋଗୁଁଁ ପେଟର ଭୋକକୁ ମେଣ୍ଟାଇବା ପାଇଁ ଖୁର୍ସା, କରଡ଼ି, ଜଙ୍ଗଲି କନ୍ଦା ଓ ମକା ଭଳି ଜଙ୍ଗଲ ଜାତ ଦ୍ରବ୍ୟରେ ପୂରୁଛି ପେଟ। ଏଭଳି ଏକ ଘଟଣା ପୁଣି କନ୍ଧମାଳ ଜିଲା ବାଲିଗୁଡା…

ଏକଲ ଅଭିଯାନ ପକ୍ଷରୁ ଦିନିକିଆ କ୍ରୀଡ଼ା ପ୍ରତିଯୋଗିତା।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ଏକଲ ଅଭିଯାନ ଫୁଲବାଣୀ ଅଞ୍ଚଳ ପକ୍ଷରୁ ଶିକ୍ଷା ନିକେତନ ବିଦ୍ୟାଳୟ ପରିସର ରେ ଦିନିକିଆ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପ୍ରାତଃ ସମୟରେ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିରରୁ ମଶାଲ ପ୍ରଜ୍ଜଳନ କରି ପଡିଆ ରେ ପହଞ୍ଚିବା ପରେ ମୁଖ୍ୟ…

You cannot copy content of this page