ଜବତ ହେଲା କୋଟି କୋଟି ଟଙ୍କାର ମୂଲ୍ୟବାନ କ୍ଵାର୍ଜ, ବନ ବିଭାଗର ତଦନ୍ତ ଜାରି।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ମୋଟୁ ଅଞ୍ଚଳରୁ କୋଟି କୋଟି ଟଙ୍କାର ମୂଲ୍ୟବାନ ଧଳା କ୍ୱାର୍ଜ ପଥର ଚୋରା ଚାଲାଣ ହେଉଥିବା ନେଇ ଖବର ପାଇ ବିଏନ ବିଭାଗ ଅତର୍କିତ ଚଢାଉ କରି କୋଟି କୋଟି ଟଙ୍କାର ମୂଲ୍ୟବାନ ଧଳା କ୍ୱାର୍ଜ ପଥର…

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ବ୍ଲକ ଅନ୍ତର୍ଗତ ଏମ.ଭି-୧୫ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହାକୁ ମାଲକାନଗିରି ବ୍ଲକ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ଧର ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ…

ଅନ୍ତିମ ସଂସ୍କାରରେ ଯୋଗଦେବାକୁ ଯାଇ ଆଖି ବୁଜିଲେ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ବ୍ଲକର ରୁଦାଙ୍ଗିଆ ଗ୍ରାମକୁ କିଲାକିଆ ଗ୍ରାମର ସର୍ବାନନ୍ଦ ପ୍ରଧାନ (୬୧) ଏକ ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାକୁ ଯାଇଥିଲେ ହେଲେ ନିଜେ ଆଖି ବୁଜି ଥିବା…

ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା, ବିଚାର ବିଭାଗୀୟ ତଦନ୍ତ ପାଇଁ ଦାବୀ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ମାଣ୍ଡିପାଙ୍ଗା ଠାରେ ଘଟିଥିବା ଅଭାବନୀୟ ଘଟଣା ପାଇଁ ସରକାରୀ ବ୍ୟବସ୍ଥା ଦାୟୀ ବୋଲି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବ୍ରଜକିଶୋର ତ୍ରିପାଠୀ କହିଛନ୍ତି । ହ୍ୟୁମାନ ରାଇଟସ ଫୋରମ ଅଫ…

ପୁଲିସ ଏବଂ ନକ୍ସଲ ମଧ୍ୟରେ ଏନକାଉଣ୍ଟର, ଦୁଇ ନକ୍ସଲ ମୃତ, ସର୍ଚ୍ଚ ଅପରେସନ ଜାରି।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ବିଜାପୁର ଜିଲ୍ଲାର ଉସୁର-ବାସାଗୁଡା-ପମେଡ ଅଞ୍ଚଳରେ ପୁଲିସ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଉଭୟ ପାର୍ଶ୍ୱରୁ ମଧ୍ୟବର୍ତ୍ତୀ କାଳୀନ ଗୁଳି ବିନିମୟ ଚାଲିଛି। ଏହି ଏନକାଉଣ୍ଟରରେ ପୁଲିସ ଦୁଇ ନକ୍ସଲଙ୍କୁ ହତ୍ୟା…

ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଜିଲ୍ଳାର ଚାଷୀମାନଙ୍କଠାରୁ ଧାନ କିଣିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ମାଲକାନଗିରି ବିଧାୟକ…

ପୁଲିସ ଡିଜିପି ଓ୍ବାଇ ବି ଖୁରାନିଆଙ୍କ ମାଲକାନଗିରିରେ ମାଓ ଦମନ ସମୀକ୍ଷା।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଆଜି ସ୍ୱତନ୍ତ୍ର ହେଲିକେପ୍ଟର ଯୋଗେ ପୁଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନୀୟା ମାଲକାନଗିରି ଗସ୍ତ କରିଛନ୍ତି, ସେ ପ୍ରଥମେ ମାଓପ୍ରଵଣ ଚିତ୍ରକୋଣ୍ଡା ବ୍ଲକସ୍ଥ ସ୍ୱାଭିମାନ ଆଞ୍ଚଳ ର ଗୋରାସେତୁ ବିଏସ ଏଫ କ୍ୟାମ୍ପ ପରିଦର୍ଶନ କରି ଯବାନ ମାନଙ୍କ ସୁବିଧା ଅସୁବିଧା…

ଚିତ୍ରକୋଣ୍ଡା ବିଧାୟକଙ୍କ ସ୍ୱାଭିମାନ ଅଞ୍ଚଳ ଗସ୍ତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳକୁ ଆଜି ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ ବିଜୟ ହାସଲ କରି ବିଧାୟକ ହେବା ପରେ ଆଜି ପ୍ରଥମ କରି ଗସ୍ତରେ ଯାଇ ଅଞ୍ଚଳବାସୀ ଙ୍କ ସମସ୍ୟା ସିଧାସଳଖ ଶୁଣିଛନ୍ତି। ତେବେ ସେ…

ଜିଲ୍ଲାସ୍ତରୀୟ ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ ବଣ୍ଟନ ଶୁଭାରମ୍ଭ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଜିଲ୍ଲାସ୍ତରୀୟ ଦୀର୍ଘସ୍ଥାୟୀ କୀଟନାଶକ ଔପଚାରିତ ମଶାରୀ ବଣ୍ଟନ ଶୁଭାରମ୍ଭ କାର୍ଯ୍ୟକ୍ରମ ମାଲକାନଗିରି ବ୍ଳକସ୍ଥିତ ଗୌଡ଼ଗୁଡା ଗ୍ରାମ ଠାରେ ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।…

ଶୁଣିଲାନି ପ୍ରଶାସନ: ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କଲେ ଗ୍ରାମବାସୀ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ…

You cannot copy content of this page