ମାଲ୍ୟବନ୍ତ ମହୋତ୍ସବକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲ୍ୟବନ୍ତ ମହୋତ୍ସବ -୨୦୨୪ ଉଦଘାଟନୀ ଉତ୍ସବରେ ଯୋଗ ଦେବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବରେ ଯୋଗ ଦେଇ ଏହାକୁ ଉଦ୍ଘାଟନ କରିବା ନିମନ୍ତେ ସମ୍ମତି ପ୍ରଦାନ କରିଛନ୍ତି। ଜିଲ୍ଲାପାଳ ଆଶିଷ…
ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ପାଇଁ ମାଲକାନଗିରିରୁ ଦୁଇ ଯୁବ ପ୍ରତିଭା ମନୋନୀତ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲାର ଦୁଇ ଜଣ ଆଦିବାସୀ ଯୁବକ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ୨୦୨୪ ପାଇଁ ମନୋନୀତ ହୋଇଛନ୍ତି। କୋଣାର୍କର ଚନ୍ଦ୍ରଭାଗା ଠାରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ବାଲୁକା କଳା ଏବଂ କୋଣାର୍କ ଶାସ୍ତ୍ରୀୟ ନୃତ୍ୟ ମହୋତ୍ସବ…
ସର୍ବୋଚ୍ଚ ନ୍ୟାୟାଳୟ ଦ୍ବାରା ପେପର ବାଲଟ୍ ପ୍ରଣାଳୀ ପୁନଃ ପ୍ରତିଷ୍ଠା ପାଇଁ ଏକ ଜନହିତ ଯାଚିକା ଖାରଜ।
କଟକ(କ୍ରୋନିକ ଓଡ଼ିଶା)ସର୍ବୋଚ୍ଚ ନ୍ୟାୟାଳୟ ଆଜି ଭାରତୀୟ ନିର୍ବାଚନରେ ପେପର ବାଲଟ୍ ପ୍ରଣାଳୀକୁ ପୁନଃ ପ୍ରବର୍ତ୍ତନ ପାଇଁ ଦାଖଲ ହୋଇଥିବା ଜନହିତ ଯାଚିକାକୁ ଖାରଜ କରିଦେଲେ। ଯାଚିକାକାରୀ ଡା. କୌଲ୍ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ)ର ବିଶ୍ୱସନୀୟତା ନେଇ ଆଶଙ୍କା ଉଠାଇଥିଲେ ଏବଂ…
ନୌକା ପ୍ରତି ଯୋଗିତା ପାଇଁ ଜଳଭଣ୍ଡାରରେ ସରଜମିନ ତଦନ୍ତ କଲେ ପରିଚାଳନା କମିଟି।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲ୍ୟବନ୍ତ ମହୋତ୍ସବ ଉପଲ କ୍ଷେ ଆସନ୍ତା ୧୧ ତାରିଖ ଦିନ ସତୀଗୁଡା ଜଳଭଣ୍ଡାରରେ ମତ୍ସ୍ୟଜୀବି ମାନଙ୍କୁ ନେଇ ନୌକା ପ୍ରତି ଯୋଗିତା ନିମନ୍ତେ ଜଳଭଣ୍ଡାର ମଧ୍ୟରେ ସରଜମିନ ତଦନ୍ତ କଲେ ନୌକା ପରିଚାଳନା କମିଟିର ସଦସ୍ୟ ମାନୋ ଏହି ଉପଲ…
ଆଦର୍ଶ ସ୍ନାତକ ମହାବିଦ୍ୟାଳୟରେ ୭୫ତମ ସମ୍ବିଧାନ ଦିବସ ପାଳିତ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମଙ୍ଗଳବାର ପୂର୍ବାହ୍ନରେ ଆଦର୍ଶ ସ୍ନାତକ ମହାବିଦ୍ୟାଳୟ, ମାଲକାନଗିରି ଠାରେ ୭୫ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଆଲୋକ କୁମାର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଉନ୍ନୟନଅଧିକାରୀ ନରେଶ ଚନ୍ଦ୍ର…
ପୁଲିସ ଓ ଅବକାରୀ ବିଭାଗ ଦ୍ୱାରା ୨ କୋଟି ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଅବକାରୀ ବିଭାଗ ଏବଂ ପୁଲିସର ମିଳିତ ଉଦ୍ୟମରେ ୨ କୋଟି ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ। ମିଳିଥିବା ସୂଚନାନୁସାରେ ଯୋଡାଆମ୍ବ ପୁଲିସ ଓ ମାଲକାନଗିରି ଅବକାରୀ ବିଭାଗ ତରଫରୁ ମିଳିତ ଭାବେ ଯୋଡାଆମ୍ବ ଥାନା…
ଅସହାୟ ମହିଳା ରାଧାଙ୍କ ପରିବାରକୁ ସହାୟତା କେବେ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ସ୍ୱାମୀଙ୍କ ମୃତ୍ୟୁ ପରେ ଅସହାୟ ମହିଳା।ତିନି ଝିଅ ଓ ଛୋଟ ପୁଅକୁ ଧରି ଭୋକ ଉପାସରେ କଟୁଛି ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ଅନ୍ତର୍ଗତ ପାପ୍ରରମେଟଲା ପଞ୍ଚାୟତ ର…
୨୨ କିଲୋ ଗଞ୍ଜେଇ ଜବତ ସହ ୨ ଗିରଫ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଓରକେଲ ପୋଲିସ ଆଜି ୨୨ କିଲୋ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନାନୁଯାୟୀ ଓରକେଲ ପୋଲିସ ଖବର ପାଇ ଡାଈକ-୩-ବାଲିମେଳା ଛକ ମୁଖ୍ୟ ରାସ୍ତାରେ ଏକ…
ବଣ୍ଡା ଜନଜାତି ବହୁଳ ଅଣ୍ଡରାହାଲ ପଞ୍ଚାୟତରେ ନିର୍ମାଣ ଶ୍ରମିକଙ୍କ ପଞ୍ଜିକରଣ ଓ ସଚେତନତା କ୍ୟାମ୍ପ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ଓଡ଼ିଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ ବୋର୍ଡ ଅଧୀନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଖଇରପୁଟ ବ୍ଲକର ବଣ୍ଡା ଜନଜାତି ବହୁଳ ଅଣ୍ଡରାହାଲ ଗ୍ରାମ ପଞ୍ଚାୟତ ଠାରେ ନିର୍ମାଣ ଶ୍ରମିକଙ୍କ ପଞ୍ଜିକରଣ ଓ ସଚେତନତା କ୍ୟାମ୍ପ ଆୟୋଜନ କରାଯାଇଥିଲା । ଜିଲ୍ଲାପାଳ…
ଯବାନଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ;ଖୁସିରେ ନାଚିଲେ ଯବାନ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କୋଣ୍ଟା ଜିଲ୍ଲାର ଭେଜି ନିକଟରେ ଯବାନ ଓ ମାଓବାଦୀ ଙ୍କ ମଧ୍ୟରେ ଗୁଳିବିନିମୟ, ୧୦ମାଓବାଦୀ ନିହତ ସୂଚନା। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ମାଲକାନଗିରି ଜିଲ୍ଲାର ଜିନେଲଗୁଡା ଜଙ୍ଗଲ ରେ ଛତିଶଗଡ଼ ମାଓବାଦୀ ପଶି…