ଜିଲ୍ଲା ରେଡକ୍ରସ ସୋସାଇଟି ପକ୍ଷରୁ ରକ୍ତଦାନ ଶିବିର।
ମାଲକାନଗିରି(କ୍ରୋନିକ ଓଡ଼ିଶା)ରକ୍ତ ଦାନ ଏକ ମହତ ଦାନ। ରକ୍ତ ଅଭାବ କାରଣରୁ ଚିକିତ୍ସାଧିନ ଅବସ୍ଥାରେ ଅନେକ ଲୋକଙ୍କ ଜୀବନ ଚାଲି ଯାଇଥାଏ। ରକ୍ତ ଦାନ କରିବା ଦ୍ୱାରା ଅନେକ ଲୋକଙ୍କ ଜୀବନ ବଞ୍ଚି ପାରିବ । ଏସବୁକୁ ଦୃଷ୍ଟିରେ ରଖି ମାଲକାନଗିରି…
ଏକ ଦିବସୀୟ ପଦାର୍ଥ ବିଜ୍ଞାନ ଆଲୋଚନା ଚକ୍ର ଆୟୋଜିତ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଆଦର୍ଶ ସ୍ନାତକ ମହାବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ବିଭାଗରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡକ୍ଟର ଆଲୋକ କୁମାର ପାତ୍ରଙ୍କ ସଭାପତିତ୍ଵରେ ଆୟୋଜିତ ଏହି ଆଲୋଚନା ଚକ୍ରରେ ପାରେଳାଖେମୁଣ୍ଡିର ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ…
ପ୍ରବାସୀ ଭାରତୀୟ ଦିବସ ପାଳିତ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅଧ୍ୟକ୍ଷ ଡକ୍ଟର ଚିନ୍ମୟ କୁମାର ବେହେରାଙ୍କ ସମେତ ଅନ୍ୟ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀମାନେ ଏକ ଜନ ଜାଗରଣ ପଦଯାତ୍ରା…
ଜିଲ୍ଲା ଲୟର ଆସୋସିଏସନ ଦ୍ବାରା ଛାତ୍ରଛାତ୍ରୀଙ୍କୁ କମ୍ବଳ ବଣ୍ଟନ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲା ମାଥିଲି ସଦର ନୂଆଗୁଡା ସ୍ଥିତ ଡ଼ଃ ବାବା ସାହେବ ଆମ୍ବେଦକର ବିଦ୍ୟାଳୟରେ ଆଜି ଜିଲ୍ଲା ଲୟର ଆସୋସିଏସନ୍ ଦ୍ବାରା କମ୍ବଳ ବଣ୍ଟନ କରାଯାଇଛି । ମାଲକାନଗିରି ଲୟର ଆସୋସିଏସନ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୨ ଶହ…
ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଡିଏନକେ ଖେଳ ପଡିଆ ପରିସରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହେବ। ଏଥର ଏହାକୁ କିପରି ଅଧିକ ଭଲ କରିହେବ, ବିଶେଷକରି ପ୍ୟାରେଡ୍ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିକୁ ଆକର୍ଷଣୀୟ କରିବା ଉପରେ ଗୁରୁତ୍ବ ଦିଆଯାଇଛି। ଜିଲ୍ଲା ପରିଷଦ…
ଗୁଣିଗାରେଡି ସନ୍ଦେହରେ ୬ ଗିରଫ, ବ୍ୟବହୃତ ଖଟୁଲି ସମେତ କାର ଜବତ।
ମାଲକାନଗିରି(କ୍ରୋନିକ ଓଡ଼ିଶା) ମାଲକାନଗିରି ଜିଲ୍ଲା ଓର୍କେଲ ଥାନା ଅନ୍ତର୍ଗତ ଚିତାପାରୀ-୪ ଗ୍ରାମରେ ଗୁଣିଗାରେଡି ସନ୍ଦେହରେ ୬ ଜଣ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଓର୍କେଲ ପୋଲିସ। ମିଳିଥିବା ସୂଚନାନୁଯାୟୀ ଚିତାପାରୀ-୪ ଗ୍ରାମରେ ପୂଜା ହେବ ବୋଲି ପ୍ରଶାସନ ପକ୍ଷରୁ…
ଭାରତୀୟ ରିଜର୍ଭ ବ୍ୟାଙ୍କ ତରଫରୁ ଏକଦିବସୀୟ ଆଲୋଚନାଚକ୍ର।
ମାଲକାନଗିରି(କ୍ରୋନିକ ଓଡ଼ିଶା)ପି.ଏମ୍.ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ, ମାଲକାନଗିରି ଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କ ତରଫରୁ ଗୋଟିଏ ଏକ ଦିବସୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଭାରତୀୟ ରିଜର୍ଭ ବ୍ୟାଙ୍କର ୯୦ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମଟିର ଆୟୋଜନ କରାଯାଇଥିଲା l…
ଅଣାୟତ୍ତ ମାଛ ଓ ମାଂସ ଦର : ଏନଏସି କତୃପକ୍ଷଙ୍କ ପକ୍ଷରୁ ତୁରନ୍ତ ଦୃଢ଼ ପଦକ୍ଷେପ।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବାଲିମେଳା ସହରରେ ଦିନକୁ ଦିନ ମାଛ ମାଂସ ଦର ନିୟନ୍ତ୍ରଣ ବାହାରକୁ ଚାଲି ଯାଉଥିବାର ଦେଖିବାକୁ ମିଳିଛି।ଗତକାଲି ତଥା ୧-ଜାନୁଆରୀ ୨୦୨୫ ରିଖ ଠାରୁ ବାଲିମେଳା ସହର ସମେତ କୋରୁକୋଣ୍ଡା ସଦର ମହକୁମାରେ ବ୍ୟବସାୟ କରୁଥିବା କିଛି…