ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

ଜିଲ୍ଲା ପ୍ରଶାସନ ପକ୍ଷରୁ କୃତି ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲଠାରେ ଚଳିତ ବର୍ଷ ଦଶମ ଶ୍ରେଣୀ ଟପ୍ପର ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଏ ୱାନ୍ ଗ୍ରେଡ୍ ରେ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ…

ଶିଶୁଙ୍କୁ ଶ୍ରମିକ କରାଉଛନ୍ତି କେନ୍ଦୁପତ୍ର ବେପାରୀ ; ଶିଶୁ ଶ୍ରମ ଏବଂ ଶିଶୁ ସୁରକ୍ଷା ବିଭାଗ ସାଜିଛି ନିରବଦ୍ରଷ୍ଟା।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଚଳିତ ଗ୍ରୀଷ୍ମ ପ୍ରବାହର ଦାଉ ଦାଉ ଖରାରେ କୋମଳ ମତି ଶିଶୁମାନେ କେନ୍ଦୁପତ୍ର ଫଡିରେ କାମ କରୁଥିବା ଚିତ୍ର ମାଲକାନଗିରି ଜିଲ୍ଲାରେ ଦେଖିବାକୁ ମିଳିଛି। ମାଲକାନଗିରି ଜିଲ୍ଲା ପାଣ୍ଡ୍ରିପାଣି ପଞ୍ଚାୟତ ଅନ୍ତର୍ଗତ କୁଦୁଗୁଡା ଏବଂ ବିଜାଘାଟି ଗାଁରେ କିଛି…

ଏମଭି-୧୦୮ ଗ୍ରାମ ଅନ୍ଧାରରେ ; ଗ୍ରୀଷ୍ମପ୍ରବାହରେ ଅତିଷ୍ଠ ଗ୍ରାମବାସୀ

ନିରାଶ ହୋଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଗ୍ରାମବାସୀ। ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରୀ ରହିଥିବା ବେଳେ ଟିକିଏ ପବନ ବହିଲେ ଅଘୋଷିତ ବିଦ୍ୟୁତ କାଟ ଲାଗି ଜନଜୀବନ ଅତିଷ୍ଠ ହୋଇ ପଡିଲେଣି। ଭିଷଣ ଖରା…

You cannot copy content of this page