ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଏନଏସିର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ବାଲିମେଳା ଏନଏସିରେ ଆଜି ନୂତନ ନିର୍ବାହୀ ଅଧିକାରୀ ଭାବେ ସହକାରୀ ଜିଲ୍ଲାପାଳ ମୁନା ତୁରୁକ ବିଧିବଦ୍ଧ ଭାବେ ଦାୟୀତ୍ବ ଗ୍ରହଣ କରିଛନ୍ତି। ସେହିପରି ପୁର୍ବତନ ନିର୍ବାହୀ ଅଧିକାରୀ ରାଜେଶ ମହାପାତ୍ର ଏଠାରୁ ବଦଳି…

ମାଲ୍ୟାବନ୍ତ ସ୍ବେଚ୍ଛାସେବୀ ସଂଗଠନ ଦ୍ବାରା ଭିନ୍ନକ୍ଷମଙ୍କୁ ସଚେତନତା ଓ ଶିତ ବସ୍ତ୍ର ବଣ୍ଟନ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ମାଲ୍ୟବନ୍ତ ସ୍ବେଛାସେବୀ ସଂଗଠନ ପକ୍ଷରୁ ଭିନ୍ନକ୍ଷମ ସଚେତନତା ଓ ଶୀତବସ୍ତ୍ର ପ୍ରଦାନ । ଆଜି ସକାଳ ୧୦ ଘଟିକା ସମୟରେ ମାଲ୍ୟବନ୍ତ ସ୍ବେଛାସେବୀ ସଂଗଠନ ଦ୍ୱରା ଏକ ଭିନ୍ନକ୍ଷମ ସଚେତନତା ସଭା…

ତିନିଦିନିଆ ଜିଲ୍ଲା ସ୍ତରୀୟ ଜୁନିୟର ରେଡ଼କ୍ରସ ଶିକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଶିଖପାଲ୍ଲି ପଞ୍ଚାୟତ ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ରେଡ଼କ୍ରସ ସୋସାଇଟି ତରଫରୁ ଜିଲ୍ଲା ସ୍ତରୀୟ ତିନି ଦିନିଆ ଶିକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି, ଏହି ତିନିଦିନିଆ…

ଶିଶୁ ବିଦ୍ୟାମନ୍ଦିରରେ ଜାତୀୟ ଯୁବ ଦିବସ ପାଳିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ସଦର ମହକୁମା ସ୍ଥିତ ସରସ୍ଵତୀ ଶିଶୁବିଦ୍ୟାମନ୍ଦିର,ଶ୍ରୀରାମନଗର ଠାରେ ସ୍ୱାମୀ ବିବେକାନନ୍ଦ ଲୋକସଂସଦ, ମାଲକାନଗିରି ଜିଲ୍ଲା ଶାଖା ଆନୁକୁଲ୍ୟରେ ସ୍ୱାମୀ ବିବେକାନନ୍ଦଙ୍କ ୧୬୨ତମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ସ୍ୱାମୀ ବିବେକାନନ୍ଦ ଲୋକସଂସଦ, ମାଲକାନଗିରି…

ଦୁର୍ଦାନ୍ତ ନକ୍ସଲ ପ୍ରଭାକରଙ୍କ ସ୍ତ୍ରୀ ମାଳତୀ ଗିରଫ ; ୮ ଲକ୍ଷ ଟଙ୍କା ଥିଲା ଇନାମ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସକୁ ନକ୍ସଲ ମୁକାବିଲାରେ ଏକ ବଡ଼ ସଫଳତା ମିଳିଛି। ପୁଲିସ ଦୁର୍ଦାନ୍ତ ନକ୍ସଲ ପ୍ରଭାକରଙ୍କ ସ୍ତ୍ରୀ ମାଳତୀ ଓରଫ ରାଜେଙ୍କୁ ଗିରଫ କରିଛି। ମାଳତୀ ଜଣେ DVCM ପାହ୍ୟାର ନକ୍ସଲ। ସେ ରାଓଘାଟ ଏରିଆ…

ଲ୍ୟାଣ୍ଡମାଇନ ସଂସ୍ପର୍ଶରେ ଆସି ଜଣେ ଶିଶୁ କନ୍ୟା ଗୁରୁତର ଆହାତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ସୁକୁମା ଜିଲ୍ଲା ଚିନ୍ତଲନାର ଥାନା ଅନ୍ତର୍ଗତ ତିମ୍ମାପୁର ଗାଁରେ ନକ୍ସଲମାନଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଆଇଇଡି(ଲ୍ୟାଣ୍ଡମାଇନ)ସଂସ୍ପର୍ଶରେ ଆସି ଜଣେ ଝିଅ ଗୁରୁତର ଆହତ ହୋଇଥିବା ସୂଚନା। ଏହି ଘଟଣାକୁ ଚିନ୍ତଲନାର ପୁଲିସ ସୁନିଶ୍ଚିତ…

ଉତ୍କଳ ସାମ୍ବାଦିକ ସଂଘ କୋରୁକୋଣ୍ଡା ଶାଖା ସଭାପତି ହେଲେ ଶିବଦତ୍ତ ସାହୁ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘର କୋରୁକୋଣ୍ଡା ବ୍ଲକ ଶାଖା ପକ୍ଷରୁ ଏକ ବନ୍ଧୁ ମିଳନ ଓ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ସୋରୁଲୁକୋଣ୍ଡା ଠାରେ ଥିବା ପାର୍କ ପରିସରରେ ଆୟୋଜିତ ଏହି ବୈଠକରେ ଜିଲ୍ଲା ଉତ୍କଳ…

ଜିଲ୍ଲା ସ୍ତରୀୟ ଜୁନିୟର ରେଡ଼କ୍ରସ ଶିକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସହିଦ ଲକ୍ଷ୍ମଣ ନାୟକ ଉଚ୍ଚ ବିଦ୍ୟାଳୟ, ଶିଖପାଲ୍ଲୀ ଠାରେ ତିନି ଦିନିଆ ଜିଲ୍ଲା ସ୍ତରୀୟ ଜୁନିୟର ରେଡ଼କ୍ରସ ଶିକ୍ଷା ପ୍ରଶିକ୍ଷଣ ଶିବିର ଜିଲ୍ଲା ଶିକ୍ଷାଧିକାରୀ ବିଶ୍ଵନାଥ ସାହୁଙ୍କ ସଭାପତିତ୍ବରେ ଉଦଘାଟିତ ହୋଇଯାଇଛି।ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

ଜିଲ୍ଲା ରେଡକ୍ରସ ସୋସାଇଟି ପକ୍ଷରୁ ରକ୍ତଦାନ ଶିବିର।

ମାଲକାନଗିରି(କ୍ରୋନିକ ଓଡ଼ିଶା)ରକ୍ତ ଦାନ ଏକ ମହତ ଦାନ। ରକ୍ତ ଅଭାବ କାରଣରୁ ଚିକିତ୍ସାଧିନ ଅବସ୍ଥାରେ ଅନେକ ଲୋକଙ୍କ ଜୀବନ ଚାଲି ଯାଇଥାଏ। ରକ୍ତ ଦାନ କରିବା ଦ୍ୱାରା ଅନେକ ଲୋକଙ୍କ ଜୀବନ ବଞ୍ଚି ପାରିବ । ଏସବୁକୁ ଦୃଷ୍ଟିରେ ରଖି ମାଲକାନଗିରି…

ଏକ ଦିବସୀୟ ପଦାର୍ଥ ବିଜ୍ଞାନ ଆଲୋଚନା ଚକ୍ର ଆୟୋଜିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଆଦର୍ଶ ସ୍ନାତକ ମହାବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ବିଭାଗରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡକ୍ଟର ଆଲୋକ କୁମାର ପାତ୍ରଙ୍କ ସଭାପତିତ୍ଵରେ ଆୟୋଜିତ ଏହି ଆଲୋଚନା ଚକ୍ରରେ ପାରେଳାଖେମୁଣ୍ଡିର ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ…

You cannot copy content of this page