ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବିଂଶତମ ବାର୍ଷିକ ଉତ୍ସବ ପାଳିତ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ବାଲିମେଳା ସହରସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ସଭାପତି ଦିଲ୍ଲିପ କୁମାର ଓଝାଙ୍କ ସଭାପତିତ୍ବରେ ବିଂଶତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ…
ମେଗା ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା) ମାଲକାନଗିରି ସ୍ଥିତ ଏମ୍.ଭି-୩ ଚତୁର୍ଥ ଓ ଏସ.ଏ.ପି (SS) ପ୍ରାଙ୍ଗଣ ପରିସରରେ ଏକ ସ୍ବେଛାକୃତ ମେଗା ରକ୍ତଦାନ ଶିବିର ଦୁର୍ଗପତି ସୁନୀଲ କୁମାର ବେହେରାଙ୍କ ସଭାପତିତ୍ୱରେ ଉଦଘାଟିତ ହୋଇଯାଇଛି। ମୁଖ୍ୟଅତିଥି ରୂପେ ଡିପିଏସଓ ଏମ୍. ମହମ୍ମଦ ଅବିଦ…
ଜିଲ୍ଲା ବିଜେଡି ସଭାପତି ଭାବେ ୫ମ ଥର ପୂର୍ବତନ ବିଧାୟକ ମାନସ ମାଡକାମିଙ୍କ ନାମାଙ୍କନ ଦାଖଲ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ କାର୍ଯ୍ୟକ୍ରମ ଚାଲିଥିବା ବେଳେ ପଞ୍ଚାୟତ, ବ୍ଲକ ,ଏନ୍ ଏ ସି ଏବଂ ପୌର ପରିଷଦ ସ୍ତରର ସାଙ୍ଗଠନିକ ନିର୍ବାଚନ କାର୍ଯ୍ୟକ୍ରମ ପୂର୍ବରୁ ସରିଥିବା ବେଳେ ଜିଲ୍ଲା ସ୍ତରରେ ବିଜେଡି ସାଙ୍ଗଠନିକ ନିର୍ବାଚନ…
ଓଡ଼ିଆ ପକ୍ଷ ନେଇ ପାରମ୍ପରିକ ଖାଦ୍ୟ ଦିବସ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଓଡ଼ିଆ ପକ୍ଷ ପାଳନର ୧୩ ତମ ଦିବସକୁ ପାରମ୍ପରିକ ଖାଦ୍ୟ ଦିବସ ଭାବେ ପାଳନ କରାଯାଇଛି। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ଠାରେ ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରସ୍ତୁତ କରାଯାଇ ଏହି ଦିବସକୁ…
ଜଙ୍ଗଲୀ ଭାଲୁକୁ ଦୁଇ ଯୁବକଙ୍କ ନିର୍ଯ୍ୟାତନା।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବସ୍ତର ଡିଭିଜନରେ ଏକ ଜଙ୍ଗଲୀ ଭାଲୁ ପ୍ରତି ନିଷ୍ଠୁରତାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ, କିଛି ଗାଁ ଲୋକ ଭାଲୁର ଗୋଡ଼କୁ ତାର ସାହାଯ୍ୟରେ ଏକ ବାଡ଼ିରେ ବାନ୍ଧି ଦେଇଥିଲେ,…
ଲୟର ଆସୋସିଏସନ ତରଫରୁ ଆଓମା ଗୁରୁକୂଳ ପରିଦର୍ଶନ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସଦର ମହକୁମାରେ ଥିବା ଆଓମା ଗୁରୁକୂଳ କୁ ଲୟର ଆସୋସିଏସନ ର ସଭାପତି ନୃସିଂହ ମହନ୍ତି, କାର୍ଯ୍ୟକାରୀ ସଭାପତି ଜୋସେଫ ଜେମ୍ସ, ପୂର୍ବତନ ସମ୍ପାଦକ ବିଜୁ ସରକାର, କୋଷାଧ୍ୟକ୍ଷ ରୁମ୍ପା ଦେବନାଥ, ଆଇନିଜୀବୀ ନୀଳକଣ୍ଠ ମଲ୍ଲିକ,…
ଆଦର୍ଶ ସ୍ନାତକ ମହାବିଦ୍ୟାଳୟ ମାଲକାନଗିରିରେ ଯୁବଲେଖକ ସମ୍ମିଳନୀ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଓଡ଼ିଆ ପକ୍ଷ ପାଳନ ଅବସରରେ ଆଦର୍ଶ ସ୍ନାତକ ମହାବିଦ୍ୟାଳୟ, ମାଲକାନଗିରି ଠାରେ ‘ଯୁବ ଲେଖକ ସମ୍ମିଳନୀ’ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର ଆଲୋକ କୁମାର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଯୁବଲେଖକ ସମ୍ମିଳନୀକୁ ସରକାରୀ ସ୍ନାତକ…
ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଆ ପକ୍ଷ ପାଳନ ଅବସରରେ ବରପୁତ୍ର ସ୍ମୃତି ଚାରଣ ଓ କବିତା ପାଠ ଉତ୍ସବ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଆ ପକ୍ଷ ପାଳନ ଅବସରରେ ବରପୁତ୍ରଙ୍କ ସ୍ମୃତି ଚାରଣ ସହ କବିତା ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାଶ ନାରାୟଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ସଦର ଡିଆରଡିଏ…
ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ କାର୍ଯ୍ୟକାରିଣୀ ବୈଠକରେ ଯୁଗ୍ମ ସମ୍ପାଦକ ଭାବେ ଦାୟିତ୍ୱ ଗ୍ରହଣ କଲେ ଶିବଦତ୍ତ।
ମାଲକାନଗିରି:ନିରଞ୍ଜନ ମଲ୍ଲ (କ୍ରୋନିକ ଓଡ଼ିଶା)ଉତ୍କଳ ସାମ୍ବାଦିକ ସଂଘର ମାଲକାନଗିରି ଜିଲ୍ଲା ଶାଖା ପକ୍ଷରୁ କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା କାର୍ଯ୍ୟାଳୟରେ ଆୟୋଜିତ ହୋଇଥିବା ବୈଠକରେ ଜିଲ୍ଲା ସଭାପତି ଅଶୋକ ମିଶ୍ର ସଭାପତିତ୍ଵ କରିଥିବା ବେଳେ…
ପ୍ରସେର ଆଇଇଡି ବିସ୍ଫୋରଣରେ ଜଣେ ଯବାନ ଗୁରୁତର ଆହାତ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲ୍ଲାରେ ପୁଣି ନକ୍ସଲମାନଙ୍କ ଦ୍ୱାରା ବିଛା ଯାଇଥିବା ପ୍ରସେର ଆଇଇଡି ବିସ୍ଫୋରଣରେ ଜଣେ ଯବାନ ଗୁରୁତର ଆହାତ। ବିଜାପୁର ଜିଲ୍ଲା ଚିନ୍ନାକୋଡେପାଲ ଅଞ୍ଚଳକୁ ସିଆରପିଏଫ ୧୯୬ ବାଟାଲିୟନର ଯବାନ ମାନେ…