ଜିଲ୍ଲାସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ ; ଜିଲ୍ଲାରେ ୧୬୨୯ ଜଣ ହିତାଧୀକାରୀ ଚିହ୍ନଟ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ରାଜ୍ୟ ସରକାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରୁ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଅସହାୟ, ବିଧବା, ପ୍ରାକୃତିକ ବିପର୍ଯ୍ୟୟ ପୀଡିତ, ଦୁଃସାଧ୍ୟ ରୋଗାକ୍ରାନ୍ତ, ଦିବ୍ୟାଙ୍ଗ,ଅତି…

ପୁଲିସ-ମାଓବାଦୀ ଏନକାଉଣ୍ଟର ; ଜଣେ ମାଓବାଦୀ ମୃତ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲାରେ ମାଓବାଦୀ ବିରୋଧୀ ଅଭିଯାନ ଜାରି ରହିଥିବା ବେଳେ ଗତକାଲି ଡିଆରଜି , କୋବ୍ରା ,କେରିପୁ ବାହିନୀର ଯବାନ ମାନେ ମିଳିତ ଭାବେ ବାସାଗୁଡ଼ା ଥାନା ଅନ୍ତର୍ଗତ ନରସାପୁର – ଟେକମେଟା…

ବସ୍ତରରେ ନକ୍ସଲପନ୍ଥିକୁ ବଡ଼ ଝଟକା : ୧୪ ଇନାମୀ ସମେତ ୫୦ ନକ୍ସଲଙ୍କ ଆତ୍ମସମର୍ପଣ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲାରେ ନକ୍ସଲବାଦ ବିରୋଧରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ୬୮ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିବା ୧୪ ଜଣ ମାଓବାଦୀଙ୍କ ସମେତ ମୋଟ ୫୦ ଜଣ ମାଓବାଦୀ…

ଭାଇରାଲ ହେଲା ସୁକୁମା ଏନକାଣ୍ଟର ଲାଇଭ ଭିଡିଓ ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟ ସୁକୁମା ଜିଲ୍ଲାରେ ଗତକାଲି ହୋଇଥିବା ବଡ ଧରଣର ଏନକାଣ୍ଟର ରେ ଟପ୍ ମାଓନେତା ଜଗଦୀଶ ଙ୍କ ସହ  ୧୭ ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି । ଦୁଇ ଶହରୁ ଅଧିକ ସୁରକ୍ଷା…

ଜିଲ୍ଲାସ୍ତରୀୟ ଲକ୍ଷ୍ମଣ ନାୟକ ସହୀଦ ଦିବସ ପାଳିତ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଆଜି ଜିଲ୍ଲା ପ୍ରଶାସନ ଓ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଲକ୍ଷ୍ମଣ ନାୟକ ସହୀଦ ଦିବସ ପାଳନ କରାଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ…

ମେକାରେ ଆଶ୍ରମ ବିଦ୍ୟାଳୟରେ ଚତୁର୍ଥ ବାର୍ଷିକ ଉତ୍ସବ ପାଳିତ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ମେକା ପଞ୍ଚାୟତର ଅନୁସୂଚିତ ଜାତି ଓ ଜନଜାତି ଆଶ୍ରମ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ବାରିକଙ୍କ ଅଧ୍ୟକ୍ଷତାରେ ଚତୁର୍ଥ ବାର୍ଷିକ ଉତ୍ସବ ମହା ସମାରୋହରେ ଉତ୍ସାହ ଏବଂ ଉଦ୍ଦୀପନାର ସହ ବିଦ୍ୟାଳୟ…

ଲୋନ ଭାରାତୁ ଅଭିଯାନର ପ୍ରଭାବ ; ଦାନ୍ତେୱାଡାରେ ୧୫ ସକ୍ରିୟ ମାଓବାଦୀଙ୍କ ଆତ୍ମସମର୍ପଣ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା) ମାଲକାନଗିରି ସୀମାନ୍ତ ଛତିଶଗଡ ରାଜ୍ୟ ଦାନ୍ତେୱାଡା ଜିଲ୍ଲାରେ ଚାଲିଥିବା ଲୋନ୍ ଭାରାତୁ ଅଭିଯାନ ଦ୍ୱାରା ପ୍ରଭାବିତ ହୋଇ ୧୫ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ବିଭିନ୍ନ ନକ୍ସଲ ସଂଗଠନର ସଦସ୍ୟ ଅଛନ୍ତି।…

୨୫ ଲକ୍ଷ ଇନାମୀ ନକ୍ସଲ ଜଗଦୀଶ ସହ ୧୧ ମହିଳା ସମେତ ୧୭ ନକ୍ସଲଙ୍କୁ ନିପାତ। ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ ରାଜ୍ୟର ସୁକମା ଜିଲ୍ଲାରେ ନକ୍ସଲ ବିରୋଧୀ ଅଭିଯାନରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଜିଲ୍ଲାର କେରଲାପାଲ ଥାନା ଅଞ୍ଚଳ ଅନ୍ତର୍ଗତ ଉପମପାଲି ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ…

ବେଟି ବଚାଓ ବେଟି ପଢାଓ ଅନ୍ତର୍ଭୁକ୍ତ ପିସି ପିଏନଡିଟି ଆକ୍ଟ କର୍ମଶାଳା ଅନୁଷ୍ଠିତ।

ମାଲକାନଗିରି ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ବେଟି ବଚାଓ ବେଟି ପଢାଓ ଅନ୍ତର୍ଭୁକ୍ତ ପିସି ପିଏନଡିଟି ଆକ୍ଟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର…

ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟଙ୍କ ସମୀକ୍ଷା ବୈଠକ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। କମିଟି ସଦସ୍ୟ ଦୟାନିଧି ଦାସ ଓ ଅକ୍ଷୟ କୁମାର ବେହେରା ବିଭିନ୍ନ ବିଭାଗର ସମୀକ୍ଷା କରିଥିବା ବେଳେ…

You cannot copy content of this page