ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…

ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

ଚିନ୍ତା ବଢେଇବ ବିୟର ବୋତଲ ବୋମା : ୧୬ ନକ୍ସଲ ଗିରଫ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ବିଜାପୁର/ସୁକମା ଜିଲ୍ଲାରେ ମାଓବାଦୀ ବିରୋଧୀ ଅଭିଯାନରେ ସୁରକ୍ଷାବାହିନୀକୁ ଏକ ବଡ଼ ସଫଳତା।ବିଭିନ୍ନ ସ୍ଥାନରେ କରାଯାଇଥିବା ଅପରେସନରେ ଜଣେ ୨ ଲକ୍ଷ ଇନାମି ନକ୍ସଲଙ୍କ ସମେତ ମୋଟ ୧୬ ନକ୍ସଲଙ୍କୁ ଗିରଫ କରାଯାଇଛି। ଗିରଫ ନକ୍ସଲଙ୍କ…

୨୨ କିଲୋ ଗଞ୍ଜେଇ ଜବତ ସହ ୨ ଗିରଫ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଓରକେଲ ପୋଲିସ ଆଜି ୨୨ କିଲୋ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନାନୁଯାୟୀ ଓରକେଲ ପୋଲିସ ଖବର ପାଇ ଡାଈକ-୩-ବାଲିମେଳା ଛକ ମୁଖ୍ୟ ରାସ୍ତାରେ ଏକ…

ମଜୁରଲେଣ୍ଡି ପାହାଡ଼ରେ ୫ ଏକର ବେଆଇନ ଗଞ୍ଜେଇ ଚାଷ: ଗଞ୍ଜେଇ ଗଛ କାଟିଲା ଓର୍କେଲ ପୋଲିସ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଓର୍କେଲ ଥାନା ଅଧିନସ୍ତ ବିଭିନ୍ନ ଅଞ୍ଚଳରେ ବେଆଇନ ଭାବେ ଚାଷ ହୋଇଥିବା ଗଞ୍ଜେଇ ଅମଳ ହେବା ପୂର୍ବରୁ ତତ୍ପରତା ଦେଖାଇଛି ଓର୍କେଲ ପୋଲିସ। ଏନେଇ ଏକ ବିଶେଷ ସୂତ୍ରରୁ ପୋଲିସକୁ ସୂଚନା ମିଳିବା ପରେ ଆଜି ଓର୍କେଲ…

ବାଗ୍ରୀଆ ଗୁଡା ପ୍ରାଥମିକ ବିଦ୍ୟାଳୟ ଜଣେ ଶିକ୍ଷକ ଛୁଟିରେ,ବିଳମ୍ବରେ ରନ୍ଧାଗଲା ପିଲାଙ୍କ ମଧ୍ୟାହ୍ନ ଭୋଜନ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଶିକ୍ଷା କ୍ଷେତ୍ରରେ ଅବ୍ୟବସ୍ଥାକୁ ନେଇ ସର୍ବଦା ଚର୍ଚ୍ଚାରେ ରହି ଆସିଛି ମାଲକାନଗିରି।ସରକାରୀ ସ୍ତରରେ ସମସ୍ତ ଉଦ୍ୟମ ସତ୍ୱେ ମାଲକାନଗିରି ଭଳି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ପରିଚାଳିତ ହେଉଥିବା ସର୍ବଶିକ୍ଷା ଅଭିଯାନ ସମ୍ପୂର୍ଣ…

ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବାଲିମେଳା ସହର ମୁଖ୍ୟ ରାସ୍ତା ତଥା ଚିତ୍ରକୋଣ୍ଡା ଛକ ନିକଟରେ ଥିବା ବୁଲାଣି ରାସ୍ତା ପାର୍ଶ୍ଵ ଲୁହା ସୁରକ୍ଷା ପାଚେରୀରେ ଏକ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇ ବାଇକ ଚାଳକଙ୍କ ମୃତ୍ୟୁ। ମିଳିଥିବା ସୂଚନାନୁଯାୟୀ…

ଆମ୍ବ ଟାକୁଆ ଜାଉ ର ପୁନରାବୃତ୍ତି : ଚାରି ମାସ ହେବ ମିଳିନି ଚାଉଳ: ଖୁର୍ସା, କରଡ଼ି ଓ ମକାରେ ବିତୁଛି ଆଦିବାସୀଙ୍କ ଜୀବନ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ଚାଉଳ ମିଳିବା ରେ ବିଳମ୍ବ ଯୋଗୁଁଁ ପେଟର ଭୋକକୁ ମେଣ୍ଟାଇବା ପାଇଁ ଖୁର୍ସା, କରଡ଼ି, ଜଙ୍ଗଲି କନ୍ଦା ଓ ମକା ଭଳି ଜଙ୍ଗଲ ଜାତ ଦ୍ରବ୍ୟରେ ପୂରୁଛି ପେଟ। ଏଭଳି ଏକ ଘଟଣା ପୁଣି କନ୍ଧମାଳ ଜିଲା ବାଲିଗୁଡା…

ଏକଲ ଅଭିଯାନ ପକ୍ଷରୁ ଦିନିକିଆ କ୍ରୀଡ଼ା ପ୍ରତିଯୋଗିତା।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ଏକଲ ଅଭିଯାନ ଫୁଲବାଣୀ ଅଞ୍ଚଳ ପକ୍ଷରୁ ଶିକ୍ଷା ନିକେତନ ବିଦ୍ୟାଳୟ ପରିସର ରେ ଦିନିକିଆ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପ୍ରାତଃ ସମୟରେ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିରରୁ ମଶାଲ ପ୍ରଜ୍ଜଳନ କରି ପଡିଆ ରେ ପହଞ୍ଚିବା ପରେ ମୁଖ୍ୟ…

ଜିଲ୍ଲା ସ୍ତରୀୟ ପିଅନ କର୍ମଚାରୀ ସଂଘ ସମ୍ମିଳନୀ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସଦର ବ୍ଲକ ସିନ୍ଧ୍ରିମାଳ ଗ୍ରାମ ପଂଚାୟତ ସମ୍ମିଳନୀ କକ୍ଷରେ ଜିଲ୍ଲା ପଂଚାୟତ ପିଅନ କର୍ମଚାରୀ ସଂଘର ଜିଲ୍ଲାସ୍ତରୀୟ ସାଧାରଣ ବୈଠକ ସଭାପତି ଡମ୍ବରୁଧର ଭୁମିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ରାଜ୍ୟ ସାଧାରଣ ସମ୍ପାଦକ ସୁବ୍ରତ କୁମାର…

You cannot copy content of this page