ପୁଲିସ ନକ୍ସଲ ଗୁଳି ବିନିମୟ ; ଟଳିଲେ ୪ ନକ୍ସଲ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲ୍ଲାରେ ଏକ ଭୀଷଣ ଏନକାଉଣ୍ଟର ଘଟଣାରେ ୪ ମାଓବାଦୀ ନିହତ ହେବା ସହ ଅନେକ ମାଓବାଦୀ ଆହତ ହୋଇଥିବା ଅନୁମାନ କରୁଥିବା ବେଳେ ଏହି ଏନକାଉଣ୍ଟରରେ ଦୁଇ ଯବାନ ମଧ୍ୟ ଗୁରୁତର ହୋଇଥିବା…

ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ସ୍ବଚ୍ଛ ସମ୍ବାଦ ପରିବେଷଣ ଦ୍ବାରା ସମାଜରେ ନ୍ୟାୟ ପ୍ରତିଷ୍ଠା ସମ୍ଭବ ହୋଇପାରୁଛି। ତେଣୁ ସାମ୍ବାଦ ପରିବେଷଣ ସମୟରେ ସତ୍ୟର ଅନୁସନ୍ଧାନ କରିବାର ଆବଶ୍ୟକତା ରହିଛି ବୋଲି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଜାତୀୟ ପ୍ରେସ ଦିବସ ଅବସରରେ ଯୋଗ…

ଜନ ଜାତୀୟ ଗୌରବ ଦିବସରେ ଯୋଗ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଧରତୀ ଆବା ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଡିଏନକେ ଖେଳ ପଡିଆ ଠାରେ ଜିଲ୍ଲା ସ୍ତରୀୟ ଜନ ଜାତୀୟ ଗୌରବ ଦିବସ ଅନୁଷ୍ଠିତ ହୋଇଯାଇଛି । ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ…

ରାଜ୍ୟ ସ୍ତରିୟ ଶିଶୁ ମହୋତ୍ସରେ ମହକିଲେ ମାଲକାନଗିରି ଛାତ୍ରଛାତ୍ରୀ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ ୨୦୨୪ରେ ମାଲକାନଗିରି ଜିଲ୍ଲା ତରଫରୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ କୁନି କୁନି ଛତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମାଲକାନଗିରି ଛାତ୍ରଛାତ୍ରୀ ମାନେ ଉତ୍କୃଷ୍ଟ ପ୍ରଦର୍ଶନ…

କାର୍ତିକ ପୂର୍ଣ୍ଣିମାରେ ଡ଼ଙ୍ଗାରୁ ପଇସା ସଂଗ୍ରହ କରୁ କରୁ ପୋଖରୀରେ ନାବାଳିକା ବୁଡି ମୃତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଆଜି କାର୍ତ୍ତିକ ପୂର୍ଣ୍ଣିମାରେ ସବୁଠି ଆନନ୍ଦ ଉଲ୍ଲାସରେ ପୂଣ୍ୟର ଡଙ୍ଗା ଭସାଇବାକୁ ବିଭିନ୍ନ ଜଳାଶୟରେ ଭିଡ଼ ଲାଗି ରହିଥିବା ବେଳେ ଜଣେ ନାବାଳିକାର ମୃତ୍ୟୁର ଖବର ଅଞ୍ଚଳବାସୀଙ୍କୁ ମର୍ମାହତ କରିଛି। ମାଲକାନଗିଗିରି ଜିଲ୍ଲା ସଦର ଚମ୍ପାନଗର ଗାଁରେ ଘଟିଯାଇଛି ଏକ…

ଶିଶୁ ଦିବସରେ ପୁରସ୍କୃତ ହେଲେ ସୁସ୍ଥ ଶିଶୁ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଶିଶୁ ଦିବସରେ ସମ୍ମାନୀତ ହେଲେ ସୁସ୍ଥ ଶିଶୁ। ଜିଲ୍ଲାର ସମସ୍ତ ଅଙ୍ଗନବାଡି ଜ୍ଞାନ କେନ୍ଦ୍ରରେ ଛଅ ଜଣ ଲେଖାଏ ସୁସ୍ଥ ଶିଶୁଙ୍କୁ ପୁରସ୍କୃତ କରାଯାଇଛି। ମହିଳା ଏବଂ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ କୋଟିଏ ହସ ଏବଂ ପୋଷଣ ଅଭିଯାନ…

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ନେହେରୁ ଜୟନ୍ତୀ ଓ ଶିଶୁ ଦିବସ ପାଳିତ : ବିଭିନ୍ନ ସ୍ଥାନରେ ପ୍ରତିଯୋଗିତା ଆୟୋଜିତ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ ଦିବସ କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି।…

ତାର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏକ ୧୬ ଚକିଆ ଟ୍ରକ୍‌ ନଂ.ଏପି-୩୯ -ଟିକ୍ୟୁ -୭୫୭୫ରେ ଜିଆଇ…

କେନ୍ଦ୍ରୀୟ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)କେନ୍ଦ୍ରୀୟ ବିଦ୍ୟାଳୟ ମାଲକାନଗିରି ରେ ଧୂମଧାମ ରେ ଶିଶୁ ଦିବସ ପାଳନ ହୋଇଯାଇଛି lକେନ୍ଦ୍ରୀୟ ବିଦ୍ୟାଳୟ ର ଅଧ୍ୟକ୍ଷ ଡ଼ କୈଳାଶ ମୀନାଙ୍କ ତତ୍ୱାବଧାନ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଭାରତ ର ପ୍ରଥମ ପ୍ରଧାନମନ୍ତ୍ରୀ ଶ୍ରୀ…

ନଦୀ ପାଣିରେ ଭାସୁଥିଲା ଅଖା ଭିତରେ ଶବ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ପୋଟେରୁ ନଦୀରେ ଏକ ବସ୍ତା ବସ୍ତାରେ ବନ୍ଧା ହୋଇ ଭିତରେ ଭାସୁଥିବା ଶବ ଦେଖିବାକୁ ମିଳିଛି। କାଲିମେଳା ଥାନା ଏମଭି-୫୭ ଗାଁ ନିକଟସ୍ଥ ପୋଟେରୁ ନଦୀରେ ଅଖାବସ୍ତା ଭାସୁଥିବା ଦେଖି ଗାଁ ଲୋକେ ପୁଲିସକୁ ଖବର ଦେଇଥିଲେ। ଆଜି ସନ୍ଧ୍ୟାରେ…

You cannot copy content of this page