୨୫ ଲକ୍ଷ ଇନାମୀ ନକ୍ସଲ ଜଗଦୀଶ ସହ ୧୧ ମହିଳା ସମେତ ୧୭ ନକ୍ସଲଙ୍କୁ ନିପାତ। ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ ରାଜ୍ୟର ସୁକମା ଜିଲ୍ଲାରେ ନକ୍ସଲ ବିରୋଧୀ ଅଭିଯାନରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଜିଲ୍ଲାର କେରଲାପାଲ ଥାନା ଅଞ୍ଚଳ ଅନ୍ତର୍ଗତ ଉପମପାଲି ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ…
ବେଟି ବଚାଓ ବେଟି ପଢାଓ ଅନ୍ତର୍ଭୁକ୍ତ ପିସି ପିଏନଡିଟି ଆକ୍ଟ କର୍ମଶାଳା ଅନୁଷ୍ଠିତ।
ମାଲକାନଗିରି ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ବେଟି ବଚାଓ ବେଟି ପଢାଓ ଅନ୍ତର୍ଭୁକ୍ତ ପିସି ପିଏନଡିଟି ଆକ୍ଟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର…
ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟଙ୍କ ସମୀକ୍ଷା ବୈଠକ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। କମିଟି ସଦସ୍ୟ ଦୟାନିଧି ଦାସ ଓ ଅକ୍ଷୟ କୁମାର ବେହେରା ବିଭିନ୍ନ ବିଭାଗର ସମୀକ୍ଷା କରିଥିବା ବେଳେ…
ଯବାନଙ୍କ ସତର୍କତା ଯୋଗୁଁ ନକ୍ସଲ ଷଡ଼ଯନ୍ତ୍ର ପଣ୍ଡ : ୪୫ କିଗ୍ରା ଆଇଇଡି ନିଷ୍କ୍ରିୟ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ବିଜାପୁର ଜିଲ୍ଲା ଗଙ୍ଗାଲୁର ଥାନା ଅଞ୍ଚଳରେ ଶୁକ୍ରବାର ସକାଳେ ସୁରକ୍ଷାବାହିନୀର ସତର୍କତା ଏବଂ ଉପସ୍ଥିତ ବୁଦ୍ଧି ଯୋଗୁଁ ଏକ ବଡ଼ ଧରଣର ଅଘଟଣକୁ ଏଡାଇ ପାରିଛନ୍ତି। ସୁରକ୍ଷାବାହିନୀକୁ ଟାର୍ଗେଟ କରି ପାଇଁ…
ସଠିକ୍ ଖାଦ୍ୟ ନିମନ୍ତେ ପୁରସ୍କୃତ ହେଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଶ୍ରୀ ଜଗନ୍ନାଥ ମନ୍ଦିର।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ସଂପୂର୍ଣ୍ଣ ଭୋଜନ ସୁସ୍ଥ ଜୀବନ ଟାଗ୍ କାର୍ଯ୍ୟକ୍ରମ ମାଧ୍ୟମରେ ପରିଚାଳିତ ଇଟ୍ ରାଇଟ୍ ଚ୍ୟାଲେଞ୍ଜ ଫେଜ୍ ୨୦୨୪ ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଶ୍ରୀ ଜଗନ୍ନାଥ ମନ୍ଦିର ପୁରସ୍କୃତ ହୋଇଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଇଟ୍ ରାଇଟ୍…
୨୦୨୬ ସମୟ ସୀମାର ପ୍ରଭାବ ଦୃଶ୍ୟମାନ :ନକ୍ସଲ ସଂଗଠନ ଏବେ ଦିନ ଗଣୁଛି : ସୁରକ୍ଷାବାହିନୀ ଅପରେସନ ଚାପରେ ନକ୍ସଲ ସଂଗଠନରେ ବିଶୃଙ୍ଖଳା
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ ରାଜ୍ୟ ସରକାରଙ୍କ କଠୋରତା ଏବଂ ସୁରକ୍ଷା ବାହିନୀର ରଣନୀତି ଯୋଗୁଁ ନକ୍ସଲ ସଂଗଠନ ଗୁଡ଼ିକର ମେରୁଦଣ୍ଡ ଭାଙ୍ଗିବା ପରି ମନେ ହେଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମାର୍ଚ୍ଚ ୨୦୨୬ ସୁଦ୍ଧା ନକ୍ସଲବାଦ ସମାପ୍ତ…
ପାର୍ବତୀ ଗିରି ବୃହତ ଉଠା ଜଳସେଚନ ବିଭାଜନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଓ ବନ୍ଧୁ ମିଳନ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଓଡିଶା ଜଳ ସମ୍ପଦ ବିଭାଗର ନିର୍ଦ୍ଧେଶ କ୍ରମେ ମାଲକାନଗିରି ଜିଲ୍ଲା ବୃହତ ଜଳ ସେଚନ ବିଭାଜନ ପକ୍ଷରୁ କୋରୁକୋଣ୍ଡା ବ୍ଲକ ନୀଳାକାମ୍ବେରୁ ପଞ୍ଚାୟତ ଅଧିନସ୍ଥ ସୋର୍ଲୁକୋଣ୍ଡା ବ୍ୟାରେଜ ପରିସରରେ ବୁଧବାର ଅଞ୍ଚଳର ଚାଷୀ ଭାଇ ଭଉଣୀ ମାନଙ୍କୁ ନେଇ…
ଆପନମାଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ବିତୀୟ ବାର୍ଷିକୀ ଉତ୍ସବ।ପରିମଳ ସ୍ବଚ୍ଛତା ଏବଂ ପାନୀୟଜଳ ସଚେତନତା ସୃଷ୍ଟି କରନ୍ତୁ ଶିକ୍ଷକ ଶିକ୍ଷୟିତ୍ରୀ -ବିଡିଓ କୋରୁକୋଣ୍ଡା
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ସୋମନାଥପୁର ପଞ୍ଚାୟତ ଅଧିନସ୍ଥ ଆପନମାଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ମଞ୍ଜୁଶ୍ରୀ ମାହାଳିଙ୍କ ନେତୃତ୍ୱରେ ବୁଧବାର ବିଦ୍ୟାଳୟର ଦ୍ଵିତୀୟ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ…
ପିଚୁ ସଡକ ନିର୍ମାଣକୁ ବିରୋଧ କରି ନକ୍ସଲ ପକାଇଲେ ପୋଷ୍ଟର।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ବିଜାପୁର ଜିଲ୍ଲାରେ ସଡ଼କ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ନକ୍ସଲମାନେ ରାସ୍ତାରେ ପକାଇଲେ ପୋଷ୍ଟର। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବିଜାପୁର ଜିଲ୍ଲା ତୋୟନାର ଥାନା ଅନ୍ତର୍ଗତ ତୋୟନାର ଠାରୁ…
ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ।
ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ବିନୋଦ…