ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ।।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ସଦର ମହକୁମାଠାରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ର ମନ୍ତ୍ରୀ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇ…

ମାଲକାନଗିରିରେ ପାଳନ ହେଲା ଜାତୀୟ ମତଦାତା ଦିବସ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଜିଲ୍ଲା ପ୍ରଶାସନ ପକ୍ଷରୁ ସଦରମହକୁମାରେ ୧୫ତମ ଜାତୀୟ ମତଦାତା ଦିବସ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ସଂସ୍କୃତି ଭବନ ପର୍ଯ୍ୟନ୍ତ ଏକ ୱାକାଥନ ଆୟୋଜନ କରାଯାଇଛି। ଏହାକୁ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ତଥା ଅତିରିକ୍ତ ଜିଲ୍ଲା…

ଜିଲ୍ଲାସ୍ତରୀୟ ଜାତୀୟ ବାଳିକା ଶିଶୁ ଦିବସ ୨୦୨୫ ପାଳିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ସମଗ୍ର ଶିକ୍ଷା, ମାଲକାନଗିରି ଗଣଶିକ୍ଷା ବିଭାଗ ତରଫରୁ ଜିଲ୍ଲାସ୍ତରୀୟ ଜାତୀୟ ବାଳିକା ଶିଶୁ ଦିବସ ସରକାରୀ କସ୍ତୁରବା ଗାନ୍ଧୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ମହା ସମାରୋହରେ ପାଳିତ ହୋଇଯାଇଅଛି । କାର୍ଯ୍ୟକ୍ରମ ଉଦ୍ ଘାଟନ ସମାରୋହରେ ଅତିଥି…

କିଟ୍ ଏବଂ କିସ୍ ବିଶ୍ଵବିଦ୍ୟାଳୟ ପକ୍ଷରୁ ଶିକ୍ଷା ସମସ୍ତ ପାଇଁ ଉଦେଶ୍ୟରେ ମିନି ମାରାଥନ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସଦର ମହକୁମା ଡିଏନକେ ଷ୍ଟାଡିୟମରୁ ମାଲ୍ୟାବନ୍ତ ହଷ୍ଟେଲ ପର୍ଯ୍ୟନ୍ତ କିସ କିଟ ବିଶ୍ଵବିଦ୍ୟାଳୟ ପକ୍ଷରୁ ଶିକ୍ଷା ସମସ୍ତ ପାଇଁ ଉଦ୍ଦେଶ୍ୟରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି ମୁଖ୍ୟ ଅତିଥି ଭାବେ ମାଲକାନଗିରି ବନଖଣ୍ଡ ଅଧିକାରୀ ପ୍ରତାପ…

ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ପର୍ଯ୍ୟାଲୋଚନା କମିଟି(ଦିଶା) ବୈଠକ , ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ଵରାନିତ ଉପରେ ଗୁରୁତ୍ବ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ବିଭିନ୍ନ ଗ୍ରାମୀଣ ଉନ୍ନୟନ କାର୍ଯ୍ୟକ୍ରମର ସମନ୍ଵୟ ଓ ପର୍ଯ୍ୟାଲୋଚନା ନିମନ୍ତେ ଗଠିତ କମିଟି (ଦିଶା) ର ଏକ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ନବରଙ୍ଗପୁର ଲୋକସଭା ସାଂସଦ ଈଂ ବଳଭଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି…

ବୃତ୍ତିଗତ ମାନ ଉନ୍ନତି ପାଇଁ ହାଇଦ୍ରାବାଦ ଗଲେ ମୁଖ୍ୟମନ୍ତ୍ରୀ ପୁରସ୍କୃତ ପାଞ୍ଚ ଶିକ୍ଷକ ଶିକ୍ଷୟିତ୍ରୀ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲାରୁ ପାଞ୍ଚ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ବୃତ୍ତିଗତ ମାନ ଉନ୍ନତି ତାଲିମ ପାଇଁ ହାଇଦ୍ରାବାଦ ଗଲେ।ଗତ ୨୦୨୩/୨୪ ଶିକ୍ଷା ବର୍ଷରେ ମାଲକାନଗିରି ଜିଲ୍ଲାର ପାଞ୍ଚ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଜିଲ୍ଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇ ଜିଲ୍ଲା ପାଇଁ…

ଜାତୀୟ ଗ୍ରାମୀଣ ପ୍ରତିଭା ଛାତ୍ରବୃତ୍ତିରେ ସୂର୍ୟାସ୍ନାତା ଜିଲ୍ଲା ଟପ୍ପର।

ମାଲକାନଗିରି(କ୍ରୋନିକ ଓଡ଼ିଶା) ଜାତୀୟ ଗ୍ରାମୀଣ ପ୍ରତିଭା ଛାତ୍ରବୃତ୍ତି ୨୦୨୪ ପରୀକ୍ଷାରେ ମାଲକାନଗିରି ଜିଲ୍ଲା ବାଲିମେଳା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ରୀ ସୂର୍ୟାସ୍ନାତା ଖଣ୍ଡୁଆଳ ଟପ୍ପର ହୋଇ ଜିଲ୍ଲା ପାଇଁ ଗୌରବ ଆଣି ଦେଇଛନ୍ତି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ, କଟକ ପକ୍ଷରୁ…

ଶିଶୁ ଅପପୁଷ୍ଟି ଏବଂ ମୌଳିକ ସୁବିଧାରୁ ବଞ୍ଚିତ ଉସକାପାଲ୍ଲୀ ଗ୍ରାମବାସୀ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ବିକାଶ ଭଳି ପରିପୁରକ ଶବ୍ଦ କ’ଣ କେହି ଜାଣିନାହିଁନ୍ତି।ସେମାନେ ବୁଝନ୍ତି କେବଳ ସମସ୍ୟାର ଭାଷା।ଅଞ୍ଚଳରେ ବିକାଶକୁ ନେଇ ଗ୍ରାମବାସୀ ବହୁବାର ପ୍ରଶାସନ ଅଧିକାରୀ ଓ ନିର୍ବାଚିତ ଜନ ପ୍ରତିନିଧି ମାନଙ୍କ ଆଗରେ ଦ୍ୱାରସ୍ତ ହୋଇ ନେହୁରା ହୋଇଛନ୍ତି ହେଲେ ବି…

ଉପାନ୍ତ ମାଲକାନଗିରିରେ ଗଡୁଛି ବନ୍ଦେ ଭାରତ ସ୍ପିଡ ଟ୍ରେନ।

ମାଲକାନଗିରି(କ୍ରୋନିକ ଓଡ଼ିଶା) ଆପନମାଳା ଜଙ୍କସନରେ ପହଁଞ୍ଚି ସାରିଛି ବନ୍ଦେ ଭାରତ ସ୍ପିଡ ଟ୍ରେନ।କଥାଟା ଟିକେ ଅଡ଼ୁଆ ଲାଗୁଥିଲେ ମଧ୍ୟ ସତ। କୁନି ଛାତ୍ରଛାତ୍ରୀଙ୍କ ପାଇଁ ଆପନମାଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କ୍ଲାସରୁମକୁ ବନ୍ଦେ ଭାରତ ସ୍ପିଡ ଟ୍ରେନ ସଦୃଶ ଚିତ୍ର ଅଙ୍କା…

କୋରୁକୋଣ୍ଡାରେ ଅନୁଷ୍ଠିତ ହେଲା ବ୍ଲକ ସ୍ତରୀୟ ଜନଶୁଣାଣିରେ ମୋଟ ୪୮ ଶୁଣାଣି।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ସଦରଠାରେ ଆଜି ବ୍ଲକ ସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଜନଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବିଭାଗ ବେଦବର ପ୍ରଧାନ,ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଡକ୍ଟର ନାରାୟଣ ରଥ,କୋରୁକୋଣ୍ଡା ଗୋଷ୍ଠୀ…

You cannot copy content of this page